୯୦ ଦିନ ଉଡ଼ିବ ସୋଲାର ପ୍ଲେନ୍, ୧୦ ଘଣ୍ଟା ପାଇଁ କରାଗଲା ପରୀକ୍ଷାମୂଳକ ଉଡ଼ାଣ ନୂଆଦିଲ୍ଲୀ,୧୫ା୯: ଭାରତର ଅସ୍ତ୍ରଶସ୍ତ୍ରରେ ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ଯୋଡ଼ି ହୋଇଛି। ବୈଜ୍ଞାନିକମାନେ ଏକ ସୋଲାର ପ୍ଲେନ୍ ବା ସୌର ଚାଳିତ ବିମାନ ଉଦ୍ଭାବନ କରୁଛନ୍ତି। ଯାହାକି ଥରେ ଚାର୍ଜ ହେଲେ ୯୦ ଦିନ ପର୍ଯ୍ୟନ୍ତ ଉଡ଼ିପାରିବ ଏବଂ ପରୀକ୍ଷାମୂଳକ ଭାବେ...