ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ। ଭଗବାନ ଶିବଙ୍କ ୧୨ ଜ୍ୟୋର୍ତିଲିଙ୍ଗ (ପବିତ୍ର ସ୍ଥଳ) ମଧ୍ୟରୁ ଗୋଟିଏ ସୋମନାଥ ମନ୍ଦିରର…