Tag Archives: son

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର…

ପୂରଣ ହେଲା ସ୍ବପ୍ନ, UPSC ପରୀକ୍ଷାରେ ବାଜି ମାରିଲେ ଭାଜପା ନେତାଙ୍କ ପୁଅ

ନୂଆଦିଲ୍ଲୀ,୬।୩: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସେସ ପରୀକ୍ଷା ୨୦୨୫ ପାଇଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶ କରିଛି। ହରିୟାଣାର ଜଣେ ଭାଜପା ନେତାଙ୍କ ପୁଅ ଏକାଂଶ ଧୂଲ ଦେଶରେ ତୃତୀୟ ସ୍ଥାନ ହାସଲ କରିଛନ୍ତି। ରିପୋର୍ଟ ଅନୁଯାୟୀ, ଭାଜପା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଦେଓଗାଁ ପଞ୍ଚାୟତ ଡିହସାହି ଗାଁର ବିପିନ ପରିଡ଼ାଙ୍କୁ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…

କୁମୁଡ଼ ହତ୍ୟାକାଣ୍ଡ ଘଟଣା: ସିନ୍‌ ରିକ୍ରିଏସନ୍‌ ପରେ ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଆନନ୍ଦପୁର,୧୪ା୧(ସୁଶାନ୍ତ କୁମାର ସାହୁ): ଜମିବାଡ଼ି ବିବାଦ ପାଇଁ କକାଙ୍କ ପରିବାର ସଂଘବଦ୍ଧ ଆକ୍ରମଣରେ ପୁତୁରାଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ କକା ଓ କକାପୁଅ ଭାଇ (ବାପ-ପୁଅ)ଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡ ଘଟଣାର ସିନ୍‌ ରିକ୍ରିଏସନ ପରେ ଘସିପୁରା ପୋଲିସ…

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। BNPର ଦୀର୍ଘକାଳୀନ ନେତା ଭାବରେ,…

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ ଆଗକୁ ବଢ଼ିଛି ଯେ, ସର୍ଜରୀ ମାଧ୍ୟମରେ ମଧ୍ୟ ଲିଙ୍ଗ ପରିବର୍ତ୍ତନ କରିପାରୁଛି। ସାରା ବିଶ୍ୱରେ…

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ କୁମାର ତାଙ୍କର ୬୦ ବର୍ଷୀୟା ମା’ ବବିତା ଏବଂ ୬୨ ବର୍ଷୀୟ ବାପା ଶ୍ୟାମଲାଲଙ୍କୁ…

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ ତାଙ୍କର ସମସ୍ତ ପେନସନ ପାଣ୍ଠି ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଲିଲୁଆ ଥାନା ପୋଲିସ…

ପୁଣି ଥରେ ଚର୍ଚ୍ଚାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, ଗଣବିବାହ ସମ୍ମିଳନୀରେ ବିବାହ କରିବେ ପୁଅ, କାରଣ ଜାଣିଲେ…

ଭୋପାଳ,୨୯ା୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ପୁଣି ଥରେ ସରଳତାର ଉଦାହରଣ ସୃଷ୍ଟି କରିଛନ୍ତି। ପ୍ରକୃତରେ ମୋହନ ଯାଦବ ତାଙ୍କ ସାନ ପୁଅ ଡକ୍ଟର ଅଭିମନ୍ୟୁ ଯାଦବଙ୍କୁ ଏକ ଗଣ ବିବାହ ସମ୍ମିଳନୀରେ ବିବାହ କରାଇବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମ…

କେନାଲରୁ ମିଳିଲା ପୁଅର ଗଳାକଟା ମୃତଦେହ, ଦାଦାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣି ବାପା କହିଲେ …

କଟକ ସଦର,୨ା୧୧(ସୁଶାନ୍ତ କୁମାର ଜେନା): କିଶନନଗର ଥାନା ଅନ୍ତର୍ଗତ ଥୋରିଆପଡ଼ା ଗ୍ରାମର ନିଖୋଜ ଯୁବକ ଦିଲ୍ଲୀପ ଭୋଇ (୨୪)ର ଗଳାକଟା ମୃତଦେହ ରବିବାର ସକାଳୁ ତାଳଦଣ୍ଡା କେନାଲର ଅଇନିପୁର ସ୍ବାଇଁ ସାହି ନିକଟରୁ ଉଦ୍ଧାର କରାଯାଇଛି। କେନାଲରେ ମୃତଦେହ ଭାସୁଥିବା ଖବର…

Ab De Villiersଙ୍କ ଠାରୁ ବି ଆହୁରି ଘାତକ ତାଙ୍କ ପୁଅ

ନୂଆଦିଲ୍ଲୀ,୨୭।୧୦: ଯେତେବେଳେ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀ ଏବି ଡିଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ, ପ୍ରତ୍ୟେକ ବୋଲର ତାଙ୍କୁ ଭୟ କରୁଥିଲେ। ଆଜି ମଧ୍ୟ, ଯେତେବେଳେ ସେ ଲିଗ କ୍ରିକେଟ ଖେଳନ୍ତି, ବୋଲରମାନେ ତାଙ୍କୁ ବୋଲିଂ କରିବାକୁ ଭୟ କରନ୍ତି କାରଣ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri