ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ… ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…