ଯୁକ୍ତିତର୍କରୁ ତୁମୁଳ କାଣ୍ଡ, ପରିବାରର ୪ଜଣଙ୍କୁ ହତ୍ୟା କଲେ ପୁଅ ଲକ୍ଷ୍ନୌ,୨।୩ : ଉତ୍ତର ପ୍ରଦେଶର ବହରାଇଚ ଜିଲାରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ରୂପାଇଡିହା ଥାନା ଅଞ୍ଚଳ ଅନ୍ତର୍ଗତ ବସନ୍ତପୁର ଉଦଲ (ରାମନଗର) ଗାଁରେ ରବିବାର ବିଳମ୍ବିତ ରାତିରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସାମାନ୍ୟ ବିବାଦକୁ ନେଇ…