ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ… ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ଗ୍ରାମର ପିତୃଷ କେରକେଟାଙ୍କ ପୁଅ ଏଫ୍ରେମ (୩୭)…