କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର…. ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି । କଇଁଚି ସାହାଯ୍ୟରେ ନାକ କାଟିବା ପରେ କଟା ନାକକୁ ନେଇ ଘଟଣାସ୍ଥଳରୁ ଫେରାର…