ଶ୍ୱଶୁର ଘରକୁ ଆସି ବଜ୍ରପାତରେ ଗଲା ଜ୍ୱାଇଁଙ୍କ ଜୀବନ ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଖମଣ ଗ୍ରାମରେ ଜଣେ ୩୫ବର୍ଷୀୟ ଯୁବକଙ୍କ ବୁଧବାର ରାତିରେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପଣ୍ଡା ପଡ଼ା ଥାନା ଅଞ୍ଚଳର ଲକ୍ଷ୍ମଣ ମୁଣ୍ଡାଙ୍କ ପୁଅ ଈଶ୍ୱର।...