ଜଗତସିଂହପୁରରେ ଚାଞ୍ଚଲ୍ୟ: ମା’, ବାପା ସହ ଭଉଣୀକୁ ପଥରରେ ଛେଚି ହତ୍ୟା ଜଗତସିଂହପୁର, ୪।୩(ପ୍ରମୋଦ କୁମାର ନାୟକ): ସୋମବାର ବିଳମ୍ବିତ ରାତିରେ ଜଗତ୍ସିଂହପୁର ସହର ଅନ୍ତର୍ଗତ ଚାଟରା ଧୋବା ସାହିରେ ହୃଦୟ ବିଦାରକ ଘଟଣା ଘଟିଛି। ନିଜ ମା’ କନକଲତା ଓରଫ ସଞ୍ଜୁନା ସେଠୀ, ବାପା ପ୍ରଶାନ୍ତ ଓରଫ କାଳିଆ ଓ ସାନ...