ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମା’(୫୨)ଙ୍କୁ ୨୮ବର୍ଷୀୟ ପୁଅ ବଳାତ୍କାର କରିଛନ୍ତି।…