ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ ବଡ଼ଧରଣର ସଫଳତା ହାସଲ କରିଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡାଙ୍କ ନେତୃତ୍ୱରେ…
ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି
ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର ସୂଚନା ଦେଇଛନ୍ତି ଯେ, ଗୁରୁବାର ସକାଳ ୫ଟା୨୦ ସମୟରେ ନିଜ ବାସଭବନରେ ହୃଦଘାତ…
ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…
ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍ ବୁଲୁ ଟ୍ରାକ୍ଟର ଚାଳକ ଭାବେ କାର୍ଯ୍ୟ କରୁଥିଲେ। ୬ ବର୍ଷ ତଳେ ଟ୍ରାକ୍ଟର…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ। ଦୁଇ ପୁଅଙ୍କ ମୃତ୍ୟୁ ପରେ ସେ ମାନସିକ ସ୍ତରରେ ଅସୁସ୍ଥ ଥିଲେ ଏବଂ…
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ଜୟପାଟଣା,୨୭ା୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ…
ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ
ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ ସେଠୀଙ୍କ ଏକମାତ୍ର ପୁଅ ମନୋରଞ୍ଜନ (୧୫ )। ସୂଚନା ମୁତାବକ ସେ ଦୋଳି…
ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍ ଗଲେ ବାପ-ପୁଅ
ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର…
ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ
ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ମୃତ ଯୁବକ ହେଉଛନ୍ତି ଲେଫ୍ରିପଡ଼ା ଥାନା ଅଞ୍ଚଳର…
ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କଲେ ପୁଅ, ଧରାଧରି କରିବାକୁ ଆସି ଯୁବକ…
ଝାରସୁଗୁଡ଼ା/ଲଖନପୁର,୨୯ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ): ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ କୁଡ଼ାବଗା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଲହୁଲୁହାଣ କରିଥିବା…
ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…
କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର କହିଲେ ସ୍ତ୍ରୀଙ୍କ ସହ ୨ ଝିଅ ଓ ଗୋଟିଏ ପୁଅକୁ ବୁଝାଏ। ପୁଅ…
ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ
ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର…
ପୂରଣ ହେଲା ସ୍ବପ୍ନ, UPSC ପରୀକ୍ଷାରେ ବାଜି ମାରିଲେ ଭାଜପା ନେତାଙ୍କ ପୁଅ
ନୂଆଦିଲ୍ଲୀ,୬।୩: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସେସ ପରୀକ୍ଷା ୨୦୨୫ ପାଇଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶ କରିଛି। ହରିୟାଣାର ଜଣେ ଭାଜପା ନେତାଙ୍କ ପୁଅ ଏକାଂଶ ଧୂଲ ଦେଶରେ ତୃତୀୟ ସ୍ଥାନ ହାସଲ କରିଛନ୍ତି। ରିପୋର୍ଟ ଅନୁଯାୟୀ, ଭାଜପା…

