ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ କରିଥିବା ଛାତ୍ରଙ୍କ ପରିବାରକୁ କ୍ଷତିପୂରଣ, ଏହି ପ୍ରସଙ୍ଗରେ ସଂସଦୀୟ ବିତର୍କ ଏବଂ ଶିକ୍ଷାମନ୍ତ୍ରୀଙ୍କ…