Tag Archives: Sonam Wangchuk

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଏହି ବିକ୍ଷୋଭ ଆୟୋଜନ କରାଯାଉଛି; ତେବେ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP) । ଏହି ବିକ୍ଷୋଭ ପୂର୍ବରୁ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ବୟାନ ଚର୍ଚ୍ଚାରେ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ଗଣମାଧ୍ୟମରେ ଏହାର ପ୍ରସାରଣ, ହିଂସାକାଣ୍ଡର ନ୍ୟାୟିକ ତଦନ୍ତ, ପୀଡ଼ିତଙ୍କ ପାଇଁ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ ୱାଙ୍ଗଚୁକ ସରକାର ବିରୋଧରେ ନିଜ ମତ ରଖିବା କାରଣରୁ ତାଙ୍କୁ ଏନକାଉଣ୍ଟର କରାଯାଇପାରେ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ ପୋଷ୍ଟ କରି ଲଦାଖ ପାଇଁ ସମର୍ଥନ ମାଗିଥିବା ବେଳେ କକରୋଚ ଜନତା ପାର୍ଟି…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କର ରାଜନୈତିକ ଆକାଂକ୍ଷା ରହିଛି ।…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର ଭବିଷ୍ୟତକୁ ନେଇ ଏକ ବଡ଼ ବାର୍ତ୍ତା ଦେଇଛନ୍ତି। ଦେଶରେ ନେତା ଚୟନ କରିବାର…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ ମଧ୍ୟ ଆଣିଛନ୍ତି। ସାମାଜିକ କର୍ମୀ ସୋନମଙ୍କ କହିବା ଅନୁସାରେ, ସେ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର ଅନଶନ ଭାଙ୍ଗିବା ପଛର ପୂରା କାହାଣୀ ସାମ୍ନାକୁ ଆଣିଛନ୍ତି। ଗୁରୁଗ୍ରାମର ଏକ ହସ୍ପିଟାଲରେ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା ମଧ୍ୟ କହିଛନ୍ତି ଯେ ସେ ଏହିପରି ଭାବରେ ସରକାରଙ୍କ ପ୍ରତିଶ୍ରୁତିଗୁଡ଼ିକ କ୍ଷେତ୍ରରେ ମଧ୍ୟ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ ଭାଇରାଲ ଭିଡିଓର ପ୍ରତିକ୍ରିୟା ଦେଇଛନ୍ତି ସୋନମ ୱାଙ୍ଗଚୁକ। ସେ ମନ୍ତବ୍ୟ ଦେଇଛନ୍ତି ଯେ…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ ଥିଲେ କିନ୍ତୁ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୱାଙ୍ଗଚୁକ୍ ଏବେ ଡିସଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?