ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୧୧ା୧: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ୫ ଜାନୁଆରୀ ୨୦୨୬ରେ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯାହା ତାଙ୍କ ବ୍ରୋଙ୍କିଆଲ ଆଜ୍ମାକୁ ଆହୁରି ତୀବ୍ର କରିଥିଲା।...


