Sons Use Snake to Murder Father

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ ମୃତ୍ୟୁ…

4 days ago