ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ… ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ ସୋନୁ ତାଙ୍କ ପ୍ରଶଂସକମାନଙ୍କୁ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ କରିଛନ୍ତି ଯେଉଁଥିରେ...