ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ… ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ କାମୁଡ଼ା ପରେ ହସ୍ପିଟାଲ ନନେଇ ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କରିବା ସମ୍ପୃକ୍ତ…