ଭୁବନେଶ୍ୱର,୩।୪: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡ଼ା। ଟିକେଟ୍ ନ ମିଳିବାରୁ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡ଼ିଥିବା କହିଛନ୍ତି।…