କ୍ରାଇମବ୍ରାଞ୍ଚ ରିପୋର୍ଟରେ ବଡ଼ ଖୁଲାସା: ୮ କନଷ୍ଟେବଳଙ୍କୁ ଏମିତି ଘର କାମରେ ଲଗାଉଥିଲେ ଦୟାଲ ଗଙ୍ଗଓ୍ବାର
ଭୁବନେଶ୍ୱର,୧୯ା୬: କ୍ରାଇମବ୍ରାଞ୍ଚ ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ବାର ପଦର ଅବବ୍ୟବହାର କରୁଥିଲେ। ଏପରିକି ଜଣେ କି ଦୁଇ ଜଣ ନୁହେଁ ସୌମ୍ୟରଞ୍ଜନ ସ୍ବାଇଁଙ୍କ ସମେତ ୮ରୁ ଅଧିକ କନଷ୍ଟେବଳ ତାଙ୍କ ଘରୋଇ କାର୍ଯ୍ୟରେ ନିୟୋଜିତ…
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି
ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…
ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…
ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତଙ୍କ ହେଲେ ଭୁବନେଶ୍ୱର ସତ୍ୟନଗର ଅଞ୍ଚଳର ବିନୋଦ ବେହେରା ପୂର୍ବରୁ…
Archives


