୫ ଯୁବକ ଆମ ପରିବାରକୁ ବଦନାମ କରୁଛନ୍ତି, ସୁରକ୍ଷା ନ ଦେଲେ ସପରିବାର ଆତ୍ମହତ୍ୟା କରିବୁ କହିଲେ ସୌମ୍ୟାଶ୍ରୀଙ୍କ ଭାଇ ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଭାଇ ସୌମ୍ୟରଞ୍ଜନ। ବୁଧବାର ରାତି ସାଢେ ୮ଟାରେ ସେ ଥାନାକୁ ଯାଇ ଏତଲା...