ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ… ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ...