ଇତିହାସ ରଚିଲେ ବୁମ୍ରା, ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟ ପରେ ବି କଲେ ଅନନ୍ୟ ରେକର୍ଡ
ନୂଆଦିଲ୍ଲୀ,୨୩।୨: ଜସପ୍ରିତ ବୁମ୍ରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ବଡ଼ ମ୍ୟାଚରେ ତାଙ୍କଠାରୁ ଭଲ ଆଉ କେହି ନାହାନ୍ତି। ସେ ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନୋଟି ୱିକେଟ ନେଇ ଇତିହାସ ସୃଷ୍ଟି କରିଥିଲେ।…
Video: ଭାରତ-ଦକ୍ଷିଣ ଆଫ୍ରିକ ମ୍ୟାଚରେ ହେଲା ଖୁବ ଝଗଡା! ଡେଭିଡ ମିଲରଙ୍କ ସହ ଲାଗିଗଲେ ଓ୍ବାଶିଂଟନ ସୁନ୍ଦର, ଶୁଣିଲେନି…
ନୂଆଦିଲ୍ଲୀ,୨୩।୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ଲେଇଂ ଇଲେଭେନରେ ଭାରତୀୟ ଅଲରାଉଣ୍ଡର ୱାଶିଂଟନ ସୁନ୍ଦରଙ୍କୁ ସାମିଲ କରିବା ନେଇ ପ୍ରଶ୍ନ ଉଠାଯାଉଛି। ଏହି ମ୍ୟାଚରେ ତାଙ୍କୁ ଅକ୍ଷର ପଟେଲଙ୍କ ସ୍ଥାନରେ ସୁଯୋଗ ଦିଆଯାଇଥିଲା, କିନ୍ତୁ ସେ କୌଣସି ୱିକେଟ ନେଇପାରି ନଥିଲେ କିମ୍ବା…
ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ
ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି ଯୋଗୁଁ ଗୋଟିଏ ବି ବଲ୍ ଫିଙ୍ଗାଯାଇପାରିଲା ନାହିଁ କିମ୍ବା ଟସ୍ ମଧ୍ୟ ହୋଇପାରିଲା…
ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା
ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରଣନୀତି ଯୋଗୁଁ ଟିମ୍ ଇଣ୍ଡିଆକୁ ବଡ଼ ଲାଭ ମିଳିଥିଲା।…
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି। ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ରେ ବରାବର ଥିବାବେଳେ ବୁମରାହଙ୍କ ଅନୁପସ୍ଥିତି ପ୍ରଶଂସକଙ୍କୁ…
ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ
ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଭାରତୀୟ ଦଳକୁ ଏହି ବଡ଼ ବ୍ୟବଧାନରେ ହାରିବାକୁ…
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭ୍ରମଣକାରୀ ଦଳ ଭାରତ ସମ୍ମୁଖରେ ଏକ ବିଶାଳ ସ୍କୋର ଛିଡ଼ା କରିଛି। ଡି’…
କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା
ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟସ ସା ୬ଟା ୩୦ ରେ ହେବ, ମ୍ୟାଚ…
ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସୂଚନା…
ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!
ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ ଆଫ୍ରିକା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି, ଟୋନି ଡି ଜୋର୍ଜି ଏବଂ ନାଣ୍ଡରେ…
ଦ୍ୱିତୀୟ ଦିନିକିଆରେ ଭାରତକୁ ୪ ୱିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା, ସିରିଜ୍ ୧-୧ରେ ବରାବର
ରାୟପୁର,୩।୧୨: ରାୟପୁରରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ରେ ଭାରତକୁ ୪ ୱିକେଟରେ ପରାସ୍ତ କରି ଦକ୍ଷିଣ ଆଫ୍ରିକା ସିରିଜ୍କୁ ୧-୧ରେ ବରାବର କରିଛି। ଭାରତ ଦେଇଥିବା ୩୫୯ ରନର ବିଶାଳ ଲକ୍ଷ୍ୟକୁ…
ଦକ୍ଷିଣ ଆଫ୍ରିକା କୋଚଙ୍କ ବିବାଦୀୟ ମନ୍ତବ୍ୟ, ‘ଭାରତୀୟ ଦଳକୁ ଦୟନୀୟ ଭାବେ…’
ନୂଆଦିଲ୍ଲୀ,୨୫।୧୧: ଭାରତ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ କୋଚ୍ ଶୁକ୍ରି କନରାଡଙ୍କ ଏକ ବିବାଦୀୟ ମନ୍ତବ୍ୟ କ୍ରୀଡ଼ା ଜଗତରେ ଝଡ଼ ସୃଷ୍ଟି କରିଛି। ୫୪୯ ରନର ବିଶାଳ ଲକ୍ଷ୍ୟ ଦେବାରେ ବିଳମ୍ବ କରିବାର…
Archives


