ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ ଜିତି…