ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍ର ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…