Tag Archives: South africa

କୋଲକାତା ଟେଷ୍ଟ ହାରିଲା ଟିମ୍‌ ଇଣ୍ଡିଆ, ଭାରତ ୯୩ ରନ୍‌ରେ ଅଲ୍‌ଆଉଟ୍

କୋଲକାତା,୧୬ା୧୧: ଇଡେନ୍ ଗାର୍ଡେନ୍ସରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମାତ୍ର ୧୨୪ ରନ୍‌ର ଲକ୍ଷ୍ୟ ପିଛା କରି ନପାରି ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ୯୩ ରନ୍‌ରେ ଅଲ୍‌ଆଉଟ୍ ହୋଇଯାଇଥିଲା। ଫଳରେ...

ଦଳରେ ନାହାଁନ୍ତି ରୋହିତ ଓ କୋହଲି: ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପାଇଁ ଦଳ ଘୋଷଣା

ମୁମ୍ବାଇ,୫।୧୧: ଦକ୍ଷିଣ ଆଫ୍ରିକା ‘ଏ’ ବିପକ୍ଷରେ ଆସନ୍ତା ନଭେମ୍ବର ୧୩ରୁ ୧୯ ତାରିଖ ମଧ୍ୟରେ ରାଜକୋଟର ନିରଞ୍ଜନ ଶାହା ଷ୍ଟାଡିୟମରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍‌ରେ ବରିଷ୍ଠ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲି...

ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା: ଫେରିଲେ ରିଷଭ ପନ୍ତ

ମୁମ୍ବାଇ,୫।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ହେବାକୁ ଥିବା ଆଗାମୀ ଟେଷ୍ଟ ସିରିଜ୍ ପାଇଁ ବିସିସିଆଇ ବୁଧବାର ଭାରତର ୧୫ ଜଣିଆ ଦଳ ଘୋଷଣା କରିଛି। ଆହତଜନିତ କାରଣରୁ ଦଳରୁ ବାହାରେ ଥିବା ଟେଷ୍ଟ ଦଳର ନିୟମିତ ଉପଅଧିନାୟକ ରିଷଭ ପନ୍ତ...

ଭାରତ ବିଶ୍ୱ ଚାମ୍ପିୟନ: ଦକ୍ଷିଣ ଆଫ୍ରିକାକୁ ହରାଇ ରଚିଲା ଇତିହାସ

ନଭି ମୁମ୍ବାଇ, ୨।୧୧: ଭାରତୀୟ ମହିଳା କ୍ରିକେଟ ଦଳ ଇତିହାସ ରଚିଛି। ଡିୱାଇ ପାଟିଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ପରାସ୍ତ କରି ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ପ୍ରଥମ ଥର ପାଇଁ...

ମହିଳା ବିଶ୍ୱକପ ଫାଇନାଲ୍: ଭାରତର ଦକ୍ଷିଣ ଆଫ୍ରିକା ଆଗରେ ୨୯୯ ରନର ବିଶାଳ ଟାର୍ଗେଟ୍

ମୁମ୍ବାଇ,୨ା୧୧: ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ ୨୦୨୫ର ଫାଇନାଲରେ ଭାରତୀୟ ମହିଳା ଦଳ ଏକ ଐତିହାସିକ ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ଆଗରେ ୨୯୯ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଦକ୍ଷିଣ ଆଫ୍ରିକାକୁ ଟାଇଟଲ୍ ଜିତିବା ପାଇଁ ବିଶ୍ୱକପ ଇତିହାସରେ...

ପ୍ରଥମ ଥର ପାଇଁ ମହିଳା ଦିନିକିଆ ବିଶ୍ୱକପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକା: ଇଂଲଣ୍ଡଠାରୁ ନେଲା ପ୍ରତିଶୋଧ

ନୂଆଦିଲ୍ଲୀ,୨୯।୧୦: ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍ ଦଳ ଦିନିକିଆ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ACA ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ବିଶ୍ୱକପ୍ ୨୦୨୫ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଇଂଲଣ୍ଡକୁ ୧୨୫ ରନର ବଡ଼...

WTC Final: ୩୩ ବର୍ଷ ଅପେକ୍ଷାର ଅନ୍ତ: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା

ଲର୍ଡସ,୧୪।୬: ଟେମ୍ବା ବାଭୁମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ଟିମ୍‌ ଇତିହାସ ରଚିିଛି। ଲର୍ଡସରେ ଶନିବାର ଖେଳାଯାଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ୨୦୨୫ର ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ ଅଷ୍ଟ୍ରେଲିଆକୁ ୫ ଉଇକେଟରେ ପରାସ୍ତ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ବିଶ୍ୱକପ ପାଇଁ...

IPL ଫାଇନାଲ୍‌ ପୂର୍ବରୁ ହଠାତ୍‌ ସନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୫: ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ଖେଳାଳି ହେନରିଚ କ୍ଲାସେନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି, ଦେଶକୁ ପ୍ରତିନିଧିତ୍ୱ କରିବା ତାଙ୍କ ପାଇଁ ସବୁଠାରୁ ବଡ଼ ସମ୍ମାନ ଥିଲା ଏବଂ ଅବସର ନେବାର ନିଷ୍ପତ୍ତି ତାଙ୍କ ପାଇଁ...

ବାରବାଟୀରେ ଅନୁଷ୍ଠିତ ହେବ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

କଟକ,୨।୪: ଓଡ଼ିଶାର କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀ ଷ୍ଟାଡିୟମରେ ଖୁବଶୀଘ୍ର ଟି-୨୦ ମ୍ୟାଚ୍ ଦେଖିବାର ସୁଯୋଗ ମିଳିବ। କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୯ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ପ୍ରଥମ...

ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୭।୨: ଦକ୍ଷିଣ ଆଫ୍ରିକାର ଅଭିଜ୍ଞ କ୍ରିକେଟର ଜେପି ଡୁମିନିଙ୍କ ଛାଡପତ୍ର ହୋଇଯାଇଛି। ଡୁମିନି ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ଡୁମିନି ଏବଂ ତାଙ୍କ ସ୍ତ୍ରୀ ସୁଙ୍କ ମଧ୍ୟରେ ସମ୍ପର୍କ ବହୁତ ଦିନ ଧରି ଭଲ...

ଗୋଟିଏ ଭୁଲ୍‌ ପଡ଼ିଲା ଭାରୀ: ପାକିସ୍ତାନ ଖେଳାଳିଙ୍କ ଉପରେ ଲାଗିଲା ଜୋରିମନା

ନୂଆଦିଲ୍ଲୀ,୧୩।୨: ଆଇସିସି ତିନି ଜଣ ପାକିସ୍ତାନୀ ଖେଳାଳିଙ୍କ ଉପରେ ଜୋରିମନା ଲଗାଇଛି। ପାକିସ୍ତାନ ଶାହିନ ଆଫ୍ରିଦି, ସୌଦ ଶକିଲ ଏବଂ କମରାନ ଗୁଲାମଙ୍କୁ ଆଇସିସି ଦଣ୍ଡ ଦେଇଛନ୍ତି। ଗୁରୁବାର ଆଇସିସି ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି। ତ୍ରିକୋଣୀୟ ସିରିଜର...

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲା ୪୭ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୧୦।୨: ପାଖେଇ ଆସୁଛି ଚାମ୍ପିଅନ୍ସ ଟ୍ରଫି ୨୦୨୫। ଦଳଗୁଡ଼ିକର ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ଏଥର ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ, କିନ୍ତୁ ଟିମ ଇଣ୍ଡିଆ ଏହାର ମ୍ୟାଚ ଦୁବାଇରେ ଖେଳିବ। ବର୍ତ୍ତମାନ ପାକିସ୍ତାନରେ ତିନୋଟି ଦଳ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri