Tag Archives: South africa

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ୱିତୀୟ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା। ଆମେଲିଆ…

କୋହଲି, ଅକ୍ଷର ସମ୍ମାନ ରଖିଲେ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୧୭୭

ବାର୍ବାଡୋସ, ୨୯।୬: ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲରେ ନିଜର ଦମ୍‌ ଦେଖାଇଛନ୍ତି ବିରାଟ କୋହଲି। ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ସଫଳ ମୁକାବିଲା କରି ସେ ହାସଲ କରିଛନ୍ତି ଅର୍ଦ୍ଧଶତକ। ବିରାଟ ଓ ଅକ୍ଷର ପଟେଲଙ୍କ ପ୍ରଭାବୀ ବ୍ୟାଟିଂ ବଳରେ ଭାରତ ଶନିବାର…

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଉଭୟେ…

୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ ଏହାପୂର୍ବରୁ…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ…

ଆୟୋଜକ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୨୪।୬: ଏକ ରୋମାଞ୍ଚକର ମ୍ୟାଚରେ ଆୟୋଜକ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ସୋମବାର ନର୍ଥ ସାଉଣ୍ଡର ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା…

କୋହଲି ମୋ ଉପରକୁ ଥରେ ପକାଇଥିଲେ ଛେପ: ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ଙ୍କ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୧୧।୨: ଆଜିକାଲି ବ୍ୟକ୍ତିଗତ କାରଣରୁ ବିରାଟ କୋହଲି ଟିମ ଇଣ୍ଡିଆରୁ ବାହାରେ ଅଛନ୍ତି। ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଏଥିରେ କୋହଲି ଦଳର ଅଂଶ ନାହାନ୍ତି। କୋହଲି ଟିମ ଇଣ୍ଡିଆଠାରୁ ଦୂରରେ ରହିବା…

ମାତ୍ର ୩୨ ବର୍ଷ ବୟସରେ ଟେଷ୍ଟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୧: ଦକ୍ଷିଣ ଆଫ୍ରିକାର ଜଣେ ପରେ ଜଣେ କ୍ରିକେଟର୍‌ ଅବସର ନେଉଛନ୍ତି। ଭାରତ ବିପକ୍ଷ ଟେଷ୍ଟ ସିରିଜ ପରେ ଡିନ ଏଲଗାର ଅବସର ନେଇଥିଲେ। ଏହାପୂର୍ବରୁ କ୍ୱିଣ୍ଟନ ଡି କକ ବିଶ୍ୱକପ ପରେ ଦିନିକିଆ କ୍ରିକେଟ ଛାଡିଥିଲେ। ସେ ଟେଷ୍ଟରୁ ଅବସର…

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା ଭୟଭୀତ

ସେଞ୍ଚୁରିଅନ୍‌,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜି ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନ ସୁପରସ୍ପୋର୍ଟ ପାର୍କରେ ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ଜୋରଦାର ପ୍ରସ୍ତୁତି…

SA vs Ind 1st T20I: ବର୍ଷା ପାଇଁ ଅଟକିଲା ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍, ବିଳମ୍ବରେ ହେବ ଟସ୍

ନୂଆଦିଲ୍ଲୀ,୨୮।୧୦: ଭାରତୀୟ ଦଳ ଏବେ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି ୨୦ ସିରିଜର ପ୍ରଥମେ ମ୍ୟାଚ୍ ରବିବାର ଡର୍ବାନରେ ଖେଳାଯିବ। କିନ୍ତୁ ଏହାପୂର୍ବରୁ ଡର୍ବାନରେ ବର୍ଷା ଆରମ୍ଭ ହୋଇଯାଇଛି, ଯେଉଁଥିପାଇଁ ମ୍ୟାଚ୍…

ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ ଡୁପ୍ଲେସି

ଆବୁଧାବି,୬ା୧୨: ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ଆଉ ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ। ଆସନ୍ତା ଟି୨୦ ବିଶ୍ୱକପ୍‌ ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକାର କୋଚ୍‌ ରବ ଓ୍ବାଲଟର।…

ଦକ୍ଷିଣ ଆଫ୍ରିକାକୁ ସ୍ଥାନାନ୍ତର ହେଲା ୧୯ ବର୍ଷରୁ କମ୍ ବିଶ୍ୱକପ

ନୂଆଦିଲ୍ଲୀ,୨୧।୧୧: ୨୦୨୪ରେ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁ ଥିବା ୧୯ ବର୍ଷରୁ କମ୍ ବିଶ୍ୱକପକୁ ଦକ୍ଷିଣ ଆଫ୍ରିକା ସ୍ଥାନାନ୍ତର କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି)। ଶ୍ରୀଲଙ୍କା କ୍ରିକେଟ ବୋର୍ଡ଼ରେ ପରିଚାଳନା ଗତ ସମସ୍ୟାକୁ ଦୃଷ୍ଟିରେ ରଖି ଆଇସିସି ଏହି ନିଷ୍ପତ୍ତି ନେଇଛି। ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?