ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କୁ ଗିରଫ ପାଇଁ ଓ୍ବାରେଣ୍ଟ ଜାରି ସିଓଲ,୩୧ା୧୨: ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍ ସୁକ୍ ୟେଓଲଙ୍କ ବିରୋଧରେ ମହାଭିଯୋଗ ଗୃହୀତ ହୋଇଥିବାବେଳେ ତାଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟର ତଲାସି ନେବା ପାଇଁ ସେଠାର ଏକ ଅଦାଲତ ଓ୍ବାରେଣ୍ଟ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ସଂସ୍ଥା...