ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ Task Force ଗଠନ ଭୁବନେଶ୍ୱର,୨୧।୧: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି। ସେଥିରେ କୋରାପୁଟ ଲୋକ ସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ...