ତାତିରୁ ମିଳିବ ଆଶ୍ବସ୍ତି, ଆସନ୍ତା ୨୪ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ଭୁବନେଶ୍ୱର,୨୯।୫: ଭାରତର ଅନେକ ରାଜ୍ୟରେ ଏବେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଏହାରି ମଧ୍ୟରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ...