ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ… ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍ ଓ୍ବିଲ୍ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍ଲାଇନର ମହାକାଶଯାନ ସୁନୀତା ଏବଂ ବୁଚ୍ଙ୍କୁ ମହାକାଶକୁ ନେଇଥିଲା। ଏହା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ...