ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ ତେହରାନ୍,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC ସ୍ପେନିସ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ଫଟୋଗ୍ରାଫ ଲଗାଇଛି। ଏହା ସହିତ, ଏହି କ୍ଷେପଣାସ୍ତ୍ରଗୁଡ଼ିକରେ…