Tag Archives: speaker

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ...

ବାଚସ୍ପତିଙ୍କ କାରର ବଡ଼ ଦୁର୍ଘଟଣା, ଡିଭାଇଡରରେ ପିଟିହୋଇ…

ନୂଆଦିଲ୍ଲୀ, ୧୯ା୭: ଗୋଆ ବିଧାନସଭା ବାଚସ୍ପତି ରମେଶ ତୱାଡକର ଶୁକ୍ରବାର ଦିନ କହିଛନ୍ତି ଯେ ଏହି ସପ୍ତାହ ଆରମ୍ଭରେ ଦକ୍ଷିଣ ଗୋଆର ନ୍ୟୁ ଜୁଆରି ବ୍ରିଜରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କାରରେ ବୈଷୟିକ ତ୍ରୁଟି ଦେଖାଦେବା କାରଣରୁ...

ପ୍ରଥମେ ରାଗିଲେ, ପରେ ହସିଲେ

ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟ ଅଧିବେଶନର ପଞ୍ଚମ ଦିନରେ ଲୋକ ସଭାରେ ନିଟ୍‌ ପ୍ରସଙ୍ଗ ଜୋରଦାର ହୋଇଥିଲା। ଲୋକ ସଭାରେ ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ନିଟ୍‌ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ଉକ୍ତ ପ୍ରସଙ୍ଗକୁ ନେଇ ପ୍ରବଳ ହଟ୍ଟଗୋଳ...

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ...

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି...

୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର...

ବାଚସ୍ପତି ହେବେ ସୁରମା ପାଢ଼ୀ

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri