ସ୍ପେଶାଲ OTET ପୁଣି ସ୍ଥଗିତ: ଖୁବ୍ଶୀଘ୍ର ପ୍ରକାଶ ପାଇବ… ଭୁବନେଶ୍ୱର,୨୧।୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର...