ଭୁବନେଶ୍ୱର,୩୧।୧: ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନ କରିବାକୁ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…