ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…
ଜେରୁଜେଲମ୍,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ ଥିବାବେଳେ, ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ନେତୃତ୍ୱାଧୀନ ଦକ୍ଷିଣପନ୍ଥୀ ମେଣ୍ଟ ୫୩ଟି ଆସନ ପାଇ…

