କଲେଜ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ପ୍ରସଙ୍ଗ: ସିସିଟିଭି ଯାଞ୍ଚ କଲା ସ୍ବତନ୍ତ୍ର ଟିମ୍
ଗଞ୍ଜାମ,୨୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ଗତ ଶନିବାର ଛତ୍ରପୁର ଉପଜିଲାପାଳ ତଥା କଲେଜ ପରିଚାଳନା କମିଟି ସଭାପତି ଡଃ ଶିବାଶିଷ ବରାଳଙ୍କୁ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥତ୍ମାନେ ଲିଖିତ ଦାବିପତ୍ର ପ୍ରଦାନ…

