ମୁମ୍ବାଇ,୨୭-୫: ଘରୋଇ ବିମାନ କମ୍ପାନୀ ସ୍ପାଇସ୍ଜେଟ୍ ରବିବାର ଏକ ବୋଇଂ ୭୩୭ ବିମାନକୁ ସାମିଲ କରିଛି। ଫଳରେ କମ୍ପାନୀ ନିକଟରେ ବିମାନ ସଂଖ୍ୟା ଏବେ ୧୦୦ରେ ପହଞ୍ଚିଲାଣି।…