Sports News

BCCI ନିୟମ ଭାଙ୍ଗିଲେ କୋହଲି? ଚାମ୍ପିଅନ୍ସ ଟ୍ରଫି ମଧ୍ୟରେ ଭାଇରାଲ ଫଟୋକୁ ନେଇ ଉଠୁଛି ପ୍ରଶ୍ନ

ନୂଆଦିଲ୍ଲୀ,୨୬।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି ଟିମ୍‌ ଇଣ୍ଡିଆ। ଏବେ ଦଳର ନଜର ଏବେ ଫାଇନାଲରେ ପ୍ରବେଶ କରିବା ଉପରେ…

2 years ago

ସନ୍ନ୍ୟାସ ନେବେ ପାକିସ୍ତାନର ଏହି ଷ୍ଟାର ବ୍ୟାଟ୍ସମ୍ୟାନ୍‌, ଚାମ୍ପିଅନ୍ସ ଟ୍ରଫି ପରାଜୟକୁ ନେଇ PCBରେ ହଙ୍ଗାମା

ଇସଲାମାବାଦ,୨୬।୨: ଘରୋଇ ମଇଦାନରେ ଆୟୋଜିତ ଚାମ୍ପିଅନ୍ସ ଟ୍ରଫିରେ ଲଜ୍ଜାଜନକ ପ୍ରଦର୍ଶନ ପରେ ପାକିସ୍ତାନ କ୍ରିକେଟ ଦଳରେ ଅଶାନ୍ତି ଆରମ୍ଭ ହୋଇଛି। ନ୍ୟୁଜିଲ୍ୟାଣ୍ଡ ଏବଂ ଭାରତଠାରୁ ପରାଜୟ ପରେ…

2 years ago

Champions Trophy: ଚାମ୍ପିଅନ୍ସ ଟ୍ରଫିରେ ସୁରକ୍ଷା ଦେବାକୁ ସଫା ସଫା ମନା କରିଦେଲେ ପାକିସ୍ତାନର ପୋଲିସ କର୍ମଚାରୀ, ୧୦୦ରୁ ଅଧିକ Suspend

ନୂଆଦିଲ୍ଲୀ,୨୬।୨: ଏଥର ପଡ଼ୋଶୀ ଦେଶ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫିର ଆୟୋଜକ ସାଜିଛି। ପ୍ରାୟ ୨୯ ବର୍ଷ ପରେ କୌଣସି ଟୁର୍ନାମେଣ୍ଟର ଆୟୋଜକ ଦାୟିତ୍ୱ ପାକିସ୍ତାନକୁ ମିଳିଛି, ହେଲେ…

2 years ago

ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର

ନୂଆଦିଲ୍ଲୀ,୨୬।୨: ଜଣେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଅବସର ଘୋଷଣା କରି ଚମକାଇଛନ୍ତି। ତାଙ୍କ ୧୬ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସେ ହେଲେ ଜାସନ ବେହେରେଣ୍ଡର୍ଫ। ବର୍ତ୍ତମାନ…

2 years ago

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସବୁଠାରୁ ବଡ଼ ଶକ୍ତି ‘ହନୁମାନ ଚାଳିଶା’

ନୂଆଦିଲ୍ଲୀ,୨୬।୨: ଭାରତୀୟ କ୍ରିକେଟ ଟିମ୍‌ ଲଗାତାର ଦୁଇଟି ମ୍ୟାଚ ଜିତିବା ପରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ପହଞ୍ଚି ସାରିଛି। ଦଳ ମାର୍ଚ୍ଚ ୨ ରେ ନ୍ୟୁଜିଲାଣ୍ଡ…

2 years ago

IPL ପରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ବଢ଼ିଯିବ ସମସ୍ୟା, BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫।୨: ଟିମ୍‌ ଇଣ୍ଡିଆ ବର୍ତ୍ତମାନ ଦୁବାଇ ଗସ୍ତରେ ଅଛି, ଯେଉଁଠାରେ ଦଳ ଚାମ୍ପିଅନ୍ସ ଟ୍ରଫି ଖେଳୁଛି। ଟୁର୍ନାମେଣ୍ଟ ପରେ ଭାରତୀୟ ଖେଳାଳିମାନେ ଆଇପିଏଲ୍‌ରେ ଅଂଶଗ୍ରହଣ କରିବେ ଏବଂ…

2 years ago

ହରଭଜନଙ୍କ ଭୟଙ୍କର ଝଗଡ଼ା, ଦେଶଦ୍ରୋହୀ କହି ରୁକୁ କରାଇଲେ FIR

ନୂଆଦିଲ୍ଲୀ,୨୫।୨: ସୋସିଆଲ ମିଡିଆରେ ଜୋରଦାର ଝଗଡ଼ାକୁ ନେଇ ଟିମ୍‌ ଇଣ୍ଡିଆର ପୂର୍ବତନ ଖେଳାଳି ହରଭଜନ ସିଂହ ଖବର ଶିରୋନାମାକୁ ଆସିଛନ୍ତି। ସେ ପ୍ରାୟତଃ ସୋସିଆଲ ମିଡିଆରେ କିଛି…

2 years ago

ପ୍ରତିଶୋଧ ନେଇ ବାବର ଆଜମ୍‌ଙ୍କୁ ଏଭଳି ଇଙ୍ଗିତ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାଇରାଲ ହେଉଛି Video

ଦୁବାଇ,୨୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବାବର ଆଜମ ପୁଣି ଥରେ ଟିମ ଇଣ୍ଡିଆ ବିପକ୍ଷରେ ଫ୍ଲପ୍‌ ସାବ୍ୟସ୍ତ ହୋଇଛନ୍ତି। ଦୁବାଇରେ ଖେଳାଯାଉଥିବା ଏହି ହାଇଭୋଲ୍ଟେଜ୍‌ ମ୍ୟାଚ୍‌ ଆୟୋଜକ…

2 years ago

ଦୁବାଇ ମଇଦାନରେ ଜସପ୍ରିତ ବୁମ୍‌ରାଙ୍କୁ ମିଳିଲା ବଡ଼ ସମ୍ମାନ

ଦୁବାଇ,୨୩।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍‌ ଦେଖିବା ପାଇଁ ଦୁବାଇ ଗ୍ରାଉଣ୍ଡରେ ଅନେକ ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ଅଛନ୍ତି। ଏହି…

2 years ago

IND vs PAK: ହଠାତ୍‌ ମଇଦାନ ବାହାରକୁ ଚାଲିଗଲେ ମହମ୍ମଦ ଶାମି, ଚିନ୍ତାରେ ପ୍ରଶଂସକ

ଦୁବାଇ,୨୩।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ରବିବାର ଖେଳାଯାଉଥିବା ଏହି ମୁକାବିଲାରେ ମହମ୍ମଦ ଶାମି ହଠାତ୍‌ ମଇଦାନ ବାହାରକୁ ଚାଲିଯାଇଛନ୍ତି। ତାଙ୍କ…

2 years ago

IND vs PAK: ଭାରତ ବିପକ୍ଷ ମହାମୁକାବିଲା ପୂର୍ବରୁ ପାକିସ୍ତାନକୁ ବଡ଼ ଝଟ୍‌କା? ଏହି ଷ୍ଟାର କ୍ରିକେଟରଙ୍କ ଖେଳିବା ନେଇ…

ଦୁବାଇ,୨୩।୨: ଭାରତୀୟ ଟିମ୍‌ ଚାମ୍ପିଅନ୍ସ ଟ୍ରଫିରେ ନିଜର ଦ୍ୱିତୀୟ ତଥା ଗୁରୁତ୍ୱପୂର୍ଣ୍ଣ ମୁକାବିଲା ପାକିସ୍ତାନ ବିପକ୍ଷରେ ଖେଳିବ। ଏହି ମୁକାବିଲାକୁ ନେଇ ପ୍ରଶଂସକ ବେଶ ଉତ୍ସାହିତ ଅଛନ୍ତି।…

2 years ago

Ind Vs Pak ମହାମୁକାବିଲା ପୂର୍ବରୁ IIT ବାବାଙ୍କ ବଡ଼ ଭବିଷ୍ୟବାଣୀ, କିଏ ଜିତିବ ଶୁଣି ପ୍ରଶଂସକଙ୍କୁ ଲାଗିଲା ଝଟ୍‌କା,Video

ନୂଆଦିଲ୍ଲୀ,୨୨।୨: ମହାକୁମ୍ଭରୁ ପ୍ରସିଦ୍ଧ ହୋଇଥିବା ଆଇଆଇଟି ବାବା ଏବେ ଇଣ୍ଟରନେଟ ସେନସେଶନ ପାଲଟିଛନ୍ତି। ତାଙ୍କର ସାକ୍ଷାତକାର ଏବଂ ପଡ୍‌କାଷ୍ଟର ଭିଡିଓ ପ୍ରତିଦିନ ଇଣ୍ଟରନେଟରେ ଭାଇରାଲ ହେଉଛି। ହେଲେ…

2 years ago