ଫାଇନାଲ୍ରେ ଟିମ୍ ଇଣ୍ଡିଆ, ଘରକୁ ଫେରିବ କଙ୍ଗାରୁ ଟିମ୍
ଦୁବାଇ,୪।୩: ଫାଇନାଲକୁ ଗଲା ଟିମ୍ ଇଣ୍ଡିଆ। ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମୁକାବିଲାରେ ମଙ୍ଗଳବାର ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହୋଇଥିଲା ଟିମ୍। ଦଳ ଅଷ୍ଟ୍ରେଲିଆକୁ ୪ ଉଇକେଟରେ ହରାଇ ବଡ଼ ସଫଳତା ହାସଲ କରିଛି। ତେବେ ୨୦୧୧ ପରେ ପ୍ରଥମ ଥର...
Video: ଚାମ୍ପିଅନ୍ସ ଟ୍ରଫିରେ ଘଟିଥାନ୍ତା ବଡ଼ ଅଘଟଣ, ରୋହିତଙ୍କ ଯୋଗୁ ବିପଦରେ ପଡ଼ିଲା ଜୀବନ…
ଦୁବାଇ,୪।୩: ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଜଣାଶୁଣା। ଯେବେବି ସେ ଶଟ୍ ଖେଳନ୍ତି ବିରୋଧି ଅଧିନାୟକ ଚିନ୍ତାରେ ପଡ଼ିଯାଆନ୍ତି। ହେଲେ ଅଷ୍ଟ୍ରେଲିଆ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍ରେ ରୋହିତ ଅମ୍ପାୟାରଙ୍କ ଜୀବନକୁ...
ଚାମ୍ପିଅନ୍ସ ଟ୍ରଫିର ନୂଆ ‘କିଙ୍ଗ୍’ କୋହଲି
ଦୁବାଇ,୪।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍ରେ ବିରାଟ କୋହଲି ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ଏବେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସ୍କୋର କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇସାରିଛନ୍ତି। ସେ ପୂର୍ବତନ ଭାରତୀୟ ଖେଳାଳି ଶିଖର...
ହଠାତ୍ ଟିମ୍ ଇଣ୍ଡିଆ ଡ୍ରେସିଂ ରୁମ୍ରେ ଗାଳି ଦେବାକୁ ଲାଗିଲେ ଗମ୍ଭୀର, ସେମିଫାଇନାଲରେ କ’ଣ ଏମିତି ହେଲା?
ଦୁବାଇ,୪।୩: ଦୁବାଇର ଗ୍ରାଉଣ୍ଡରେ ଟିମ୍ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ଜାରି ରହିଛି। ଉଭୟ ଦଳ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିବାକୁ ଚାହୁଁଥିବାରୁ ମ୍ୟାଚ୍ର ଗୁରୁତ୍ୱ ରହିଛି। ଏମିତିରେ ଅଷ୍ଟ୍ରେଲିଆର ଉଇକେଟ ଯିବା ସମୟରେ କେବଳ ଭାରତୀୟ...
IND vs AUS: ଅଷ୍ଟ୍ରେଲିଆକୁ ଅଲଆଉଟ୍ କରିଦେଲା ଟିମ୍ ଇଣ୍ଡିଆ; ଫାଇନାଲ ଲାଗି ମିଳିଲା ଏତିକି ରନ୍ର ଟାର୍ଗେଟ୍
ଦୁବାଇ,୪।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମଙ୍ଗଳବାର ଖେଳାଯାଉଛି। ଏଥିରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଅଷ୍ଟ୍ରେଲିଆ ଭାରତକୁ ୨୬୫ ରନ୍ର ଟାର୍ଗେଟ ଦେଇଛି। ଦଳ ପକ୍ଷରୁ ଷ୍ଟିଭ୍ ସ୍ମିଥ୍ ସର୍ବାଧିକ ୭୩ ରନ୍ କରିଛନ୍ତି।...
ହଠାତ୍ ଜାଡେଜାଙ୍କଠାରୁ କାଢ଼ି ନିଆଗଲା ଏହି ଜିନିଷ, ସ୍ମିଥ୍ଙ୍କ ଅଭିଯୋଗ ପରେ ବନ୍ଦ ରହିଲା ମ୍ୟାଚ୍
ଦୁବାଇ,୪।୩: ଦୁବାଇ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସେମିଫାଇନାଲ ମୁକାବିଲା ଖେଳାଯାଉଛି। ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳର ବୋଲର ଏବଂ ଅଷ୍ଟ୍ରେଲିଆର ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ୍ ଦେଖିବାକୁ ମିଳୁଛି। ମ୍ୟାଚ୍ରେ ଉଭୟ ଦଳର...
ଚମକି ପଡ଼ିଲେ ଅନୁଷ୍କା, ମୁଣ୍ଡରେ ଦେଲେ ହାତ; NZ ବିପକ୍ଷ ମ୍ୟାଚ୍ରେ…
ଦୁବାଇ,୨।୩: ନ୍ୟୁଜିଲାଣ୍ଡ ବିପକ୍ଷରେ ବିରାଟ କୋହଲି ଆଉଟ୍ ହେବା ମାତ୍ରେ ଚମକି ପଡ଼ିଥିଲେ ପତ୍ନୀ ଅନୁଷ୍କା ଶର୍ମା। ଦୁବାଇ ମଇଦାନରେ ନିଜର ୩୦୦ତମ ଦିିନିକିଆରେ କିଛି ସ୍ବତନ୍ତ୍ର କରିପାରନ୍ତି ବୋଲି କୋହଲିଙ୍କ ପ୍ରଶଂସକ ଆଶା କରିଥିଲେ। ହେଲେ ନ୍ୟୁଜିଲାଣ୍ଡ ଫିଲ୍ଡର...
IPL ବିରୋଧରେ ସାରା ବିଶ୍ୱର ଖେଳାଳିଙ୍କୁ ଉକୁସାଇଲା ପାକିସ୍ତାନ, ଟାର୍ଗେଟ କରି ଇଞ୍ଜାମାମ୍ କହିଲେ…
ଇସଲାମାବାଦ,୨।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ ପାକିସ୍ତାନ ଟିମ୍ କରୁଥିଲେ ହେଁ ବିନା କୌଣସି ମ୍ୟାଚ୍ ଜିତି ପ୍ରଥମ ରାଉଣ୍ଡରୁ ବାଦ୍ ପଡ଼ିଛି। ଏଭଳି ଲଜ୍ଜାଜନକ ପ୍ରଦର୍ଶନକୁ ନେଇ ଦଳକୁ ସମାଲୋଚିତ ହେବାକୁ ପଡ଼ୁଛି। ଅପରପକ୍ଷେ ଭାରତ ସେମିଫାଇନାଲରେ ପ୍ରବେଶ...
ବିଦର୍ଭ ହେଲା Ranji Trophy ଚାମ୍ପିଅନ୍, ବିଜୟର ହିରୋ ସାଜିଲେ କରୁଣ ନାୟର
ନାଗପୁର,୨।୩: ତୃତୀୟ ଥର ପାଇଁ ବିଦର୍ଭ ଟିମ୍ ରଣଜୀ ଟ୍ରଫି ୨୦୨୫ ଟାଇଟଲ ଜିତିଛି। କେରଳ ବିପକ୍ଷ ଫାଇନାଲରେ ପ୍ରଥମ ଇନିଂସ ଲିଡ ଆଧାରରେ ସେମାନେ ଟ୍ରଫି ଜିତିଯାଇଛନ୍ତି। ବିଦର୍ଭ ତୃତୀୟ ଥର ପାଇଁ ଏହି ଟାଇଟଲ ଜିତିଛି। ଏହି...
ଟଙ୍କା ଫେରାଇବ ପାକିସ୍ତାନ, Champions Trophy ଅଧାରୁ ପିସିବି ନେଲା ବଡ଼ ନିଷ୍ପତ୍ତି…
ଇସଲାମାବାଦ,୧।୩: ଆଇଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନ ଆୟୋଜକତାରେ ଖେଳାଯାଉଛି। ଏହି ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଗ୍ରୁପ୍ ପର୍ଯ୍ୟାୟରୁ ହିଁ ବାଦ ପଡ଼ିଥିଲା। ଏହି ସମୟରେ ପାକିସ୍ତାନ କ୍ରିକେଟ ବୋର୍ଡ ଏକ ବଡ଼ ନିଷ୍ପତ୍ତି ନେଇଛି। ବୋର୍ଡ ଏହାର ପ୍ରଶଂସକମାନଙ୍କୁ...
Champions Trophyର ସେମିଫାଇନାଲକୁ ଗଲେ ଏହି ୪ ଟିମ୍, ଏବେ କାହା ସହ କାହାର ହେବ ଟକ୍କର?
କରାଚି,୧।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ପାଇଁ ଲାଇନ-ଅପ୍ ସ୍ଥିର ହୋଇଛି। ପୂର୍ବରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ସେମିଫାଇନାଲରେ ପହଞ୍ଚି ସାରିଥିବାବେଳେ ଅଷ୍ଟ୍ରେଲିଆ ମଧ୍ୟ ଗୋଟିଏ ଦିନ ପୂର୍ବରୁ ଯୋଗ୍ୟତା ହାସଲ କରିଥିଲା। ଏବେ ଦକ୍ଷିଣ ଆଫ୍ରିକା ଚତୁର୍ଥ ଦଳ...
କୋହଲିଙ୍କ ଟାର୍ଗେଟରେ ୭ ମହାରେକର୍ଡ; ୩୦୦ତମ ଦିନିକିଆରେ ସଚିଲ-ଗିଲଙ୍କୁ ପଛରେ ପକାଇ ରଚିବେ ଇତହାସ!
ନୂଆଦିଲ୍ଲୀ,୧।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଟିମ୍ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ଅନ୍ତିମ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ ଖେଳିବ। ଟୁର୍ନାମେଣ୍ଟ ଦୃଷ୍ଟିରୁ ଏହି ମ୍ୟାଚ୍ର କୌଣସି ବିଶେଷ ଗୁରୁତ୍ୱ ନାହିଁ।...
Archives


