ହଠାତ୍ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର
ନୂଆଦିଲ୍ଲୀ,୨୬।୨: ଜଣେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଅବସର ଘୋଷଣା କରି ଚମକାଇଛନ୍ତି। ତାଙ୍କ ୧୬ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସେ ହେଲେ ଜାସନ ବେହେରେଣ୍ଡର୍ଫ। ବର୍ତ୍ତମାନ ସେ ରାଜ୍ୟ କ୍ରିକେଟରୁ ବିଦାୟ ନେଇଛନ୍ତି। ଅର୍ଥାତ ସେ ଟି-୨୦ ଲିଗ୍ରେ ଖେଳିବା…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସବୁଠାରୁ ବଡ଼ ଶକ୍ତି ‘ହନୁମାନ ଚାଳିଶା’
ନୂଆଦିଲ୍ଲୀ,୨୬।୨: ଭାରତୀୟ କ୍ରିକେଟ ଟିମ୍ ଲଗାତାର ଦୁଇଟି ମ୍ୟାଚ ଜିତିବା ପରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ପହଞ୍ଚି ସାରିଛି। ଦଳ ମାର୍ଚ୍ଚ ୨ ରେ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ଏହା ପୂର୍ବରୁ ଅନେକ ଭାରତୀୟ ଖେଳାଳି ସାକ୍ଷାତକାର ଦେଇ…
IPL ପରେ ଟିମ୍ ଇଣ୍ଡିଆ ଖେଳାଳିଙ୍କ ବଢ଼ିଯିବ ସମସ୍ୟା, BCCI ନେଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୫।୨: ଟିମ୍ ଇଣ୍ଡିଆ ବର୍ତ୍ତମାନ ଦୁବାଇ ଗସ୍ତରେ ଅଛି, ଯେଉଁଠାରେ ଦଳ ଚାମ୍ପିଅନ୍ସ ଟ୍ରଫି ଖେଳୁଛି। ଟୁର୍ନାମେଣ୍ଟ ପରେ ଭାରତୀୟ ଖେଳାଳିମାନେ ଆଇପିଏଲ୍ରେ ଅଂଶଗ୍ରହଣ କରିବେ ଏବଂ ତା’ପରେ ଜୁନ୍ରେ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ଯିବେ। କିନ୍ତୁ ଟେଷ୍ଟ ଫର୍ମାଟରେ…
ହରଭଜନଙ୍କ ଭୟଙ୍କର ଝଗଡ଼ା, ଦେଶଦ୍ରୋହୀ କହି ରୁକୁ କରାଇଲେ FIR
ନୂଆଦିଲ୍ଲୀ,୨୫।୨: ସୋସିଆଲ ମିଡିଆରେ ଜୋରଦାର ଝଗଡ଼ାକୁ ନେଇ ଟିମ୍ ଇଣ୍ଡିଆର ପୂର୍ବତନ ଖେଳାଳି ହରଭଜନ ସିଂହ ଖବର ଶିରୋନାମାକୁ ଆସିଛନ୍ତି। ସେ ପ୍ରାୟତଃ ସୋସିଆଲ ମିଡିଆରେ କିଛି ନା କିଛି ଲେଖିଥାନ୍ତି। ହେଲେ ଏବେ ସୋସିଆଲ ମିଡିଆରେ କିଛି ପ୍ରଶଂସକଙ୍କ ସହ…
ପ୍ରତିଶୋଧ ନେଇ ବାବର ଆଜମ୍ଙ୍କୁ ଏଭଳି ଇଙ୍ଗିତ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାଇରାଲ ହେଉଛି Video
ଦୁବାଇ,୨୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ୍ ବାବର ଆଜମ ପୁଣି ଥରେ ଟିମ ଇଣ୍ଡିଆ ବିପକ୍ଷରେ ଫ୍ଲପ୍ ସାବ୍ୟସ୍ତ ହୋଇଛନ୍ତି। ଦୁବାଇରେ ଖେଳାଯାଉଥିବା ଏହି ହାଇଭୋଲ୍ଟେଜ୍ ମ୍ୟାଚ୍ ଆୟୋଜକ ଦଳ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କାରଣ ଟୁର୍ନାମେଣ୍ଟରେ ରହିବାକୁ ହେଲେ ତାଙ୍କୁ ଯେକୌଣସି…
ଦୁବାଇ ମଇଦାନରେ ଜସପ୍ରିତ ବୁମ୍ରାଙ୍କୁ ମିଳିଲା ବଡ଼ ସମ୍ମାନ
ଦୁବାଇ,୨୩।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍ ଦେଖିବା ପାଇଁ ଦୁବାଇ ଗ୍ରାଉଣ୍ଡରେ ଅନେକ ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ଅଛନ୍ତି। ଏହି କ୍ରମରେ ଭାରତର କିମ୍ବଦନ୍ତୀ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ମଧ୍ୟ ପହଞ୍ଚିଛନ୍ତି। ସେ…
IND vs PAK: ହଠାତ୍ ମଇଦାନ ବାହାରକୁ ଚାଲିଗଲେ ମହମ୍ମଦ ଶାମି, ଚିନ୍ତାରେ ପ୍ରଶଂସକ
ଦୁବାଇ,୨୩।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ରବିବାର ଖେଳାଯାଉଥିବା ଏହି ମୁକାବିଲାରେ ମହମ୍ମଦ ଶାମି ହଠାତ୍ ମଇଦାନ ବାହାରକୁ ଚାଲିଯାଇଛନ୍ତି। ତାଙ୍କ ପାଦରେ କିଛି ସମସ୍ୟା ଥିବା ମନେ ହେଉଛି। ଏଣୁ ତାଙ୍କ ଆଘାତ ପୁନର୍ବାର…
IND vs PAK: ଭାରତ ବିପକ୍ଷ ମହାମୁକାବିଲା ପୂର୍ବରୁ ପାକିସ୍ତାନକୁ ବଡ଼ ଝଟ୍କା? ଏହି ଷ୍ଟାର କ୍ରିକେଟରଙ୍କ ଖେଳିବା ନେଇ…
ଦୁବାଇ,୨୩।୨: ଭାରତୀୟ ଟିମ୍ ଚାମ୍ପିଅନ୍ସ ଟ୍ରଫିରେ ନିଜର ଦ୍ୱିତୀୟ ତଥା ଗୁରୁତ୍ୱପୂର୍ଣ୍ଣ ମୁକାବିଲା ପାକିସ୍ତାନ ବିପକ୍ଷରେ ଖେଳିବ। ଏହି ମୁକାବିଲାକୁ ନେଇ ପ୍ରଶଂସକ ବେଶ ଉତ୍ସାହିତ ଅଛନ୍ତି। ହେଲେ ଏହି ମ୍ୟାଚ୍ରେ ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ୍ ବାବର ଆଜମ ନ ଖେଳବା…
Ind Vs Pak ମହାମୁକାବିଲା ପୂର୍ବରୁ IIT ବାବାଙ୍କ ବଡ଼ ଭବିଷ୍ୟବାଣୀ, କିଏ ଜିତିବ ଶୁଣି ପ୍ରଶଂସକଙ୍କୁ ଲାଗିଲା ଝଟ୍କା,Video
ନୂଆଦିଲ୍ଲୀ,୨୨।୨: ମହାକୁମ୍ଭରୁ ପ୍ରସିଦ୍ଧ ହୋଇଥିବା ଆଇଆଇଟି ବାବା ଏବେ ଇଣ୍ଟରନେଟ ସେନସେଶନ ପାଲଟିଛନ୍ତି। ତାଙ୍କର ସାକ୍ଷାତକାର ଏବଂ ପଡ୍କାଷ୍ଟର ଭିଡିଓ ପ୍ରତିଦିନ ଇଣ୍ଟରନେଟରେ ଭାଇରାଲ ହେଉଛି। ହେଲେ ଏବେ ତାଙ୍କର ଏପରି ଏକ ଭିଡିଓ ଭାଇରାଲ ହୋଇଛି, ଯାହାକୁ ଦେଖି ଭାରତୀୟ…
IND Vs PAK ମ୍ୟାଚ୍ ପୂର୍ବରୁ ହଠାତ୍ ଅସୁସ୍ଥ ହୋଇଗଲେ ଟିମ୍ ଇଣ୍ଡିଆର ଏହି ଷ୍ଟାର ଖେଳାଳି, ଅଡ଼ୁଆରେ ଫସି ଯାଇପାରେ…
ନୂଆଦିଲ୍ଲୀ,୨୨।୨: ୨୩ ଫେବୃଆରୀ ରବିବାର ଦୁବାଇରେ ସବୁଠାରୁ ବଡ଼ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଯାଉଛି। ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ଗ୍ରୁପ୍ ମ୍ୟାଚ୍ରେ ଭାରତ ଏବଂ ପାକିସ୍ତାନ ଦଳ ପରସ୍ପର ସହିତ ମୁକାବିଲା କରିବେ। ଏହି ମ୍ୟାଚ୍ ପାଇଁ ଉଭୟ…
ହାବଭାବ ଦେଖି ପାକିସ୍ତାନ ଛାନିଆ! ୯୦ ମିନିଟ୍ ଆଗରୁ ନେଟ୍ସରେ ପହଞ୍ଚି ଚମକାଇଲେ କିଙ୍ଗ୍ କୋହଲି
ଦୁବାଇ,୨୨।୨: କଥାରେ ଅଛି ଯଦି ତୁମେ କିଛି କରିବା ଲାଗି ନିଶ୍ଚିତ କରିନିଅ ତେବେ କିଛି ବି କଷ୍ଟକର ନୁହେଁ। ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ମଧ୍ୟ ପାକିସ୍ତାନକୁ ପରାସ୍ତ କରିବାକୁ ଏଭଳି ନିଷ୍ପତ୍ତି ନେଇସାରିଛନ୍ତି। ମ୍ୟାଚ୍ ପୂର୍ବରୁ ତାଙ୍କର ହାବଭାବରୁ…
ଭାରତର ଏହି ଷ୍ଟାର କ୍ରିକେଟରଙ୍କ WhatsApp ଆକାଉଣ୍ଟ ହ୍ୟାକ୍, କଲେ ଏଭଳି ଅପିଲ୍…
ନୂଆଦିଲ୍ଲୀ,୧୯।୨: ଟିମ ଇଣ୍ଡିଆର ପୂର୍ବତନ ଖେଳାଳି ମହମ୍ମଦ କୈଫ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ତାଙ୍କର WhatsApp ଆକାଉଣ୍ଟ ହ୍ୟାକ୍ ହୋଇଯାଇଛି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ପ୍ରଶଂସକମାନଙ୍କୁ ଏହି ସୂଚନା ଦେଇଛନ୍ତି। ଏହା ବ୍ୟତୀତ ସେ ଏକ…
Archives


