ପାକିସ୍ତାନରେ ପୁଣି ତ୍ରିରଙ୍ଗାକୁ ଅପମାନ, Videoକୁ ନେଇ ହଇଚଇ
ଇସଲାମାବାଦ,୧୯।୨: ଭାରତୀୟ ଜାତୀୟ ପତାକାର ପୁଣି ଥରେ ଅପମାନ କରିଛି ପାକିସ୍ତାନ। ନିକଟରେ କରାଚୀ ଷ୍ଟାଡିୟମର ଏକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ପାକିସ୍ତାନ କ୍ରିକେଟ ବୋର୍ଡ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ କରାଚୀ ଗଦ୍ଦାଫି ଷ୍ଟାଡିୟମରେ ଭାରତୀୟ ଜାତୀୟ ପତାକା ଉତ୍ତୋଳନ…
ସଚିନଙ୍କୁ ଦେଇଥିଲେ ସୁଯୋଗ, ଶାସ୍ତ୍ରୀଙ୍କର ଥିଲେ ବନ୍ଧୁ; ହୃଦ୍ଘାତରେ ଆଖି ବୁଜିଲେ ଏହି ଭେଟେରାନ କ୍ରିକେଟର
ନୂଆଦିଲ୍ଲୀ,୧୯।୨: ଭାରତୀୟ କ୍ରିକେଟ ପାଇଁ ଦୁଃଖଦ ଖବର। ଘରୋଇ କ୍ରିକେଟରେ ମୁମ୍ବାଇ ଦଳର ଅଧିନାୟକ ତଥା ଭେଟେରାନ ମିଲିନ୍ଦ ରେଗେଙ୍କର ହୃଦଘାତରେ ମୃତ୍ୟୁ ଘଟିଛି। ସେ ଘରୋଇ କ୍ରିକେଟରେ ଏକ ବଡ଼ ନାମ ଥିଲେ। ଟିମ ଇଣ୍ଡିଆର କିମ୍ବଦନ୍ତୀ ଖେଳାଳି ସୁନୀଲ…
୧୩ ଛକା, ୨୫ ଚୌକା, କରିଛନ୍ତି ୩୧୭ ରନ୍…କାହିଁକି ହିଟ୍ମ୍ୟାନ୍ଙ୍କୁ କୁହାଯାଉଛି ଦୁବାଇର ‘ଡନ୍’
ନୂଆଦିଲ୍ଲୀ,୧୮।୨: ରୋହିତ ଶର୍ମା କ୍ରିକେଟ ଜଗତରେ ହିଟ୍ମ୍ୟାନ୍ ଭାବରେ ଜଣାଶୁଣା। ସେ ଯେକୌଣସି ମଇଦାନ ନଚେତ ବୋଲର୍ଙ୍କ ବଲ୍ରେ ଛକା ମାରୁଥିବାରୁ ତାଙ୍କୁ ଏଭଳି ନାମ ମିଳିଛି। ଏବେ ରୋହିତ ଚାମ୍ପିଅନ୍ସ ଟ୍ରଫିରେ ନଜର ଆସିବେ। ହେଲେ ସେ ହିଟମ୍ୟାନ୍ ଭାବରେ…
Team Indiaରେ ସୁଯୋଗ ମିଳୁନାହିଁ ବୋଲି ପୃଥ୍ବୀଙ୍କ ଭଳି ବଡ଼ ନିଷ୍ପତ୍ତି ନେଲେ ଶାର୍ଦ୍ଦୁଳ, ଏଣିକି…
ନୂଆଦିଲ୍ଲୀ,୧୮।୨: ଭାରତର ଷ୍ଟାର ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବହୁତ ଦିନ ଧରି ଟିମ୍ ଇଣ୍ଡିଆରୁ ବାହାରେ ଅଛନ୍ତି। ସେ ୧ ବର୍ଷରୁ ଅଧିକ ସମୟ ଧରି କୌଣସି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ନାହାନ୍ତି। ତଥାପି ସେ ନିରନ୍ତର ଭାବେ ଘରୋଇ କ୍ରିକେଟରେ…
Champions Trophy 2025: ଟିମ୍ ଇଣ୍ଡିଆରେ ଆଉ ଏକ ବିବାଦ, ଗୌତମ ଗମ୍ଭୀରଙ୍କ ଉପରେ ଋଷଭ ପନ୍ତ ଖପ୍ପା? ଚମକାଇବ କାରଣ…
ନୂଆଦିଲ୍ଲୀ,୧୮।୨: ଟିମ୍ ଇଣ୍ଡିଆରେ ମୁଣ୍ଡ ଟେକିଛି ନୂଆ ବିବାଦ। ଗୌତମ ଗମ୍ଭୀର ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ହେବା ଦିନଠାରୁ, ସେ ଦଳର ବିଜୟ ଅପେକ୍ଷା ବିବାଦ ଯୋଗୁ ଅଧିକ ଖବର ଶିରୋନାମାରେ ରହିଆସୁଛନ୍ତି। ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ସମାନ ବିବାଦ…
ICC Champions Trophy ପୂର୍ବରୁ ଭାରତକୁ ଲାଗିଲା ବଡ଼ ଝଟ୍କା, ହଠାତ୍ ସ୍ବଦେଶ ଫେରିଲେ…
ଦୁବାଇ,୧୮।୨: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଖେଳିବାକୁ ଦୁବାଇରେ ପହଞ୍ଚି ସାରିଛି ଟିମ୍ ଇଣ୍ଡିଆ। ହେଲେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଦଳକୁ ଲାଗିଛି ବଡ଼ ଝଟ୍କା। ଭାରତର ବୋଲିଂ ପ୍ରଶିକ୍ଷକ ମୋର୍ନେ ମୋର୍କେଲ ହଠାତ ଦକ୍ଷିଣ ଆଫ୍ରିକା ଫେରିଯାଇଛନ୍ତି। ସେ…
Champions Trophyକୁ ନେଇ ଦୁବାଇରେ ଟ୍ୟାକ୍ସି ଡ୍ରାଇଭରଙ୍କ ଦାବିକୁ ନେଇ ହଇଚଇ, ସତ ହୋଇଗଲେ ଫସିଯିବ ଟିମ୍ ଇଣ୍ଡିଆ!
ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଖେଳିବା ଲାଗି ଦୁବାଇରେ ପହଞ୍ଚିଛି। ଦଳ ଫେବୃଆରୀ ୨୦ ରୁ ବାଂଲାଦେଶ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫିରେ ତା’ର ଅଭିଯାନ ଆରମ୍ଭ କରିବ। କିନ୍ତୁ ଏହା ପୂର୍ବରୁ ଦୁବାଇର ଜଣେ ଟ୍ୟାକ୍ସି ଡ୍ରାଇଭର ଏକ ବଡ଼…
ଦୁବାଇ ପହଞ୍ଚିବା ପରେ ପୁରୁଣା ଭୁଲ୍ ଦୋହରାଇଲେ ରୋହିତ ଶର୍ମା? ବିମାନବନ୍ଦରରେ ଅପେକ୍ଷା କଲେ…
ନୂଆଦିଲ୍ଲୀ,୧୫।୨: ଚାମ୍ପିଅନ୍ସ ଟ୍ରଫି ପାଇଁ ଟିମ୍ ଇଣ୍ଡିଆ ଦୁବାଇ ପହଞ୍ଚି ସାରିଛି। ଏହି ଟୁର୍ନାମେଣ୍ଟ ପାଇଁ ମନୋନୀତ ଖେଳାଳିମାନେ ଭାରତୀୟ ଦଳର ସପୋର୍ଟ ଷ୍ଟାଫ୍ଙ୍କ ସହିତ ଶନିବାର ସାରେ ବିମାନ ଯାତ୍ରା କରିଥିଲେ। କିଛି ଘଣ୍ଟା ମଧ୍ୟରେ ଦଳଟି ଦୁବାଇ ବିମାନବନ୍ଦରରେ…
Champions Trophyରେ ବୁମ୍ରା ନ ଖେଳିବା ପଛରେ ଅସଲ କାରଣ ଆଘାତ ନୁହେଁ, ରୋହିତଙ୍କୁ ନେଇ BCCI ମଧ୍ୟ ନେଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୨: ଜସପ୍ରିତ ବୁମ୍ରା ଟିମ ଇଣ୍ଡିଆର ଜଣେ ସର୍ବଶ୍ରେଷ୍ଠ ବୋଲର। ତାଙ୍କ ପାଖରେ ଯେକୌଣସି ମ୍ୟାଚ୍ର ବାଜି ପଲଟାଇବା ତଥା ଟୁର୍ନାମେଣ୍ଟ ଜିତିବାର କ୍ଷମତା ରହିଛି। ହେଲେ ଆଘାତ ଯୋଗୁ ବିସିସିଆଇ ତାଙ୍କୁ ଚାମ୍ପିଅନ୍ସ ଟ୍ରଫିରୁ ବାଦ୍ ଦେଇଛି ବୋଲି କୁହାଯାଉଥିଲା।…
Unbelievable: ୫୦ ବଲ୍ରେ ଗୋଟିଏ ବି ରନ୍ କରି ନ ଥିଲେ, ତଥାପି ଶତକ ମାରି ବୋଲର୍ଙ୍କୁ ଘାଇଲା କରିଦେଲେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୧୪।୨: ଶ୍ରୀଲଙ୍କାର ଉଇକେଟକିପର-ବ୍ୟାଟ୍ସମ୍ୟାନ୍ କୁସାଲ ମେଣ୍ଡିସ ପୁଣି ଥରେ ଶତକ ହାସଲ କରି ନିଜ ପ୍ରତିଭାର ପ୍ରମାଣ ଦେଇଛନ୍ତି। କଲମ୍ବୋରେ ଖେଳାଯାଉଥିବା ଦ୍ୱିତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ରେ ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ଶତକ ମାରିଛନ୍ତି। ୧୧୫ ବଲ୍ରେ ସେ ୧୦୧…
ଋଷଭ ପନ୍ତଙ୍କୁ ବାହାର କରିଦେଲେ ଗୌତମ ଗମ୍ଭୀର, Champions Trophy ପୂର୍ବରୁ ଚମକାଇଲା ନିଷ୍ପତ୍ତିି
ନୂଆଦିଲ୍ଲୀ,୧୩।୨: ଇଂଲଣ୍ଡ ବିପକ୍ଷରେ ଦିନିକିଆ ସିରିଜ ଜିତିବା ପରେ, ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ବଡ଼ ବୟାନ ଦେଇଛନ୍ତି। ସେ ଚାମ୍ପିଅନ୍ସ ଟ୍ରଫିରେ ଭାରତର ଉଇକେଟକିପରଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗମ୍ଭୀର କହିଛନ୍ତି ଯେ…
ସଚିନଙ୍କ ମହାରେକର୍ଡ ଭାଙ୍ଗିଲେ ବିରାଟ କୋହଲି
ଅହମ୍ମଦାବାଦ,୧୨।୨: ଦୀର୍ଘ ୪୫୧ ଦିନ ନିରବ ରହିବା ପରେ ଶେଷରେ ଗର୍ଜିଛି ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବ୍ୟାଟ୍। ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷ ସିରିଜର ତୃତୀୟ ତଥା ଶେଷ ଏକଦିବସୀୟ ମ୍ୟାଚ୍ରେ ବିରାଟ କୋହଲି ଏକ ଚମତ୍କାର ଅର୍ଦ୍ଧଶତକ ହାସଲ କରିଥିଲେ।…
Archives


