ବୁମ୍ରାଙ୍କୁ ନେଇ ଅଷ୍ଟ୍ରେଲିଆ ଖେଳାଳିଙ୍କ ମଧ୍ୟରେ ଛନକା, ଟ୍ରାଭିସ ହେଡ୍ କହିଲେ…
ଆଡିଲେଡ,୨୮।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ପର୍ଥରେ ଖେଳାଯାଇଥିଲା। ଏଥିରେ ଆୟୋଜକ ଟିମ୍କୁ ୨୯୫ ରନ୍ରେ ପରାଜିତ ହେବାକୁ ପଡ଼ିଥିଲା। ଅଷ୍ଟ୍ରେଲିଆର ଏହି ହାର୍ର ସ୍କ୍ରିପ୍ଟ ଜସପ୍ରିତ୍ ବୁମ୍ରା ଲେଖିଥିଲେ। ସେ ମ୍ୟାଚ୍ରେ ୫ ଉଇକେଟ ନେଇଥିଲେ। ଏହାପରଠାରୁ କଙ୍ଗାରୁ...
ଆଡିଲେଡ୍ରେ ଡେବ୍ୟୁ କରିବେ ଟିମ୍ ଇଣ୍ଡିଆର ୫ ଖେଳାଳି! ରୋହିତଙ୍କ ଅଧିନାୟକତ୍ୱରେ ଦେଖିବାକୁ ମିଳିବ ନିଆରା ଦୃଶ୍ୟ…
ନୂଆଦିଲ୍ଲୀ,୨୭।୧୧: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍ ଆଡିଲେଡ୍ରେ ଖେଳାଯିବ। ଏହା ଏକ ଦିବାରାତ୍ର ମ୍ୟାଚ୍ ରହିବ। ଡିସେମ୍ବର ୬ରୁ ଏହି ମୁକାବିଲା ଆରମ୍ଭ ହେବ। ଏମିତିରେ ଦଳର ଏକାଦଶରେ ସେତେଟା ପରିବର୍ତ୍ତନ ଦେଖାଯାଇ ନ ପାରେ ବୋଲି କୁହାଯାଉଛି। ହେଲେ...
ଆଇପିଏଲ୍ ୨୦୨୫ ଖେଳିପାରିବେ ପୃଥ୍ବୀ? କରିବାକୁ ହେବ ଏହି କାମ…
ନୂଆଦିଲ୍ଲୀ,୨୬।୧୧: ଦିନ ଥିଲା କ୍ରିକେଟର ପୃଥ୍ବୀ ଶ’ଙ୍କ ତୁଳନା ସଚିନ ତେନ୍ଦୁଲକର-ବିରେନ୍ଦ୍ର ସେହ୍ବାଗଙ୍କ ସହ କରାଯାଉଥିଲା। ଲୋକେ ତାଙ୍କ ଖେଳରେ ବ୍ରାଏନ ଲାରାଙ୍କୁ ଦେଖୁଥିଲେ। ହେଲେ ଏବେ କ୍ରିକେଟରେ ତାଙ୍କ ଅବସ୍ଥା ନ କହିବା ଭଲ। ଆଇପିଏଲ୍ ୨୦୨୫ ଅକ୍ସନରେ...
ବାରମ୍ବାର ଅନୁଷ୍କାଙ୍କୁ ଦେଖାଇବା ଯୋଗୁ ରାଗିଗଲେ ପ୍ରଶଂସକ
ପର୍ଥ,୨୪।୧୧: ପର୍ଥରେ ଗର୍ଜିଛି ବିରାଟଙ୍କ ବ୍ୟାଟ୍। ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମୁକାବିଲାର ତୃତୀୟ ଦିନରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଛନ୍ତି। ଏହି ସମୟରେ ମଇଦାନରେ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଉପସ୍ଥିତ ଥିଲେ। ବିରାଟ ଯେତେବେଳେ ଶତକ ମାରିଥିଲେ,...
ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ମିଳିଲା ନୂଆ ଟିମ୍, ୭ ଗୁଣା ଦାମ୍ ଦେଇ କିଣିଲା…
ଦୁବାଇ,୨୪।୧୧: ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ନୂଆ ଟିମ୍ ମିଳିଛି। ତାଙ୍କର ବେସ୍ ପ୍ରାଇସ୍ ଦେଢ଼ କୋଟି ଟଙ୍କା ଥିଲା। ଏହି ଖେଳାଳିଙ୍କୁ ୭ ଗୁଣା ଅଧିକ ଟଙ୍କା ଦେଇ ଲକ୍ଷ୍ନୌ ସୁପର ଜାଏଣ୍ଟସ କିଣିଛି। ୭.୫୦...
IPL Mega Auction 2025 Live: ଶ୍ରେୟାସଙ୍କୁ ଟପିଗଲେ ପନ୍ତ, ଚହଲ-ଶାମି-ସିରାଜଙ୍କୁ କିଣିଲା…
ଦୁବାଇ,୨୪।୧୧: ଅପେକ୍ଷାର ଅନ୍ତ ଘଟିଛି। ବହୁ ପ୍ରତିକ୍ଷିତ ଆଇପିଏଲ୍ ୨୦୨୫ ଲାଗି ନିଲାମ ରବିବାର ଅନୁଷ୍ଠିତ ହେଉଛି। ଏଥିରେ ୫୭୭ ଖେଳାଳି ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି। ଅକ୍ସନରେ ମୋଟ ୧୦ ଟିମ୍ ଭାଗ ନେଉଥିବା ବେଳେ ଖର୍ଚ୍ଚ କରିବାକୁ...
ଛକା ମାରି ସିକ୍ୟୁରିଟି ଗାର୍ଡଙ୍କ ମୁଣ୍ଡ ଫଟାଇଦେଲେ ବିରାଟ କୋହଲି !
ପର୍ଥ,୨୪।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଏହି ମୁକାବିଲାର ପ୍ରଥମ ଇନିଂସରେ ଟିମ୍ ଇଣ୍ଡିଆ ବିଫଳ ହେବା ପରେ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରୁଛି। ପ୍ରଥମେ ଯଶସ୍ବୀ ଜୈସଓ୍ବାଲଙ୍କ ଶତକ ପରେ...
ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି
ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ...
ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍, ନେଲେ ଚମକାଇବା ଭଳି ନିଷ୍ପତ୍ତି
ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ କାରଣକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର...
ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…
ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ ଜାତୀୟ ରାଜପଥରେ ତାଙ୍କ କାର୍ ଡିଭାଇଡରରେ...
୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…
ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ଅକ୍ସନରେ ୫୭୭ଜଣ ଖେଳାଳିଙ୍କ ଉପରେ ନିଲାମ ଡ଼କାଯିବ। ହେଲେ କିଛି...
କେ ଏଲ୍ ରାହୁଲଙ୍କୁ ଓପନିଂ ପାଇଁ ପଠାଇବି ନାହିଁ…ପ୍ରଶ୍ନ ଉଠାଇଲେ ପୂଜାରା
ନୂଆଦିଲ୍ଲୀ,୨୧।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ପର୍ଥରେ ଖେଳାଯିବ। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆର ବ୍ୟାଟିଂ ଅର୍ଡର କିଭଳି ରହିବ, ତାହା ବଡ଼ ପ୍ରଶ୍ନ ପାଲଟିଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଯଶସ୍ବୀ...
Archives


