Tag Archives: Sports News

ଏକାସାଙ୍ଗରେ ୨୫ ଖେଳାଳିଙ୍କୁ ହରାଇ ଚମକିଲେ ବରୁଣ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୨୯।୧: ଆଇସିସି ଟି-୨୦ ବୋଲରଙ୍କ ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ଏଥିରେ ବରୁଣ ଚକ୍ରବର୍ତ୍ତୀ ଜଣେ କିମ୍ବା ଦୁଇଜଣ ନୁହେଁ ବରଂ ୨୫ ଖେଳାଳିଙ୍କୁ ହରାଇ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟରେ ଶ୍ରେଷ୍ଠ ୫ ବୋଲରଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ଆଇସିସିର…

ହୀରା ଭଳି ଚମକୁଛନ୍ତି ବରୁଣ ଚକ୍ରବର୍ତ୍ତୀ, ୧୦ ଉଇକେଟ ନେଇ ରଚିଲେ ଇତିହାସ

ରାଜକୋଟ, ୨୮।୧- ଇଂଲଣ୍ଡ ବିପକ୍ଷ ସିରିଜରେ ଚମକୁଛନ୍ତି ଚମତ୍କାର ଫର୍ମରେ ଥିବା ଭାରତ ସ୍ପିନର ବରୁଣ ଚକ୍ରବର୍ତ୍ତୀ । ଏଠାରେ ଖେଳାଯାଇଥିବା ତୃତୀୟ ଟି୨୦ରେ ସେଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ତାଙ୍କ ଚକ୍ରବ୍ୟୁହରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଫସି ଯାଇଥିଲେ। ଫଳରେ…

ପୁଣି ବୋଲିଂ ବାଛିଲେ ସୂର୍ଯ୍ୟକୁମାର, ୧୪ ମାସ ପରେ ଫେରିଲେ ଶାମି

ରାଜକୋଟ,୨୮।୧: ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟି୨୦ ମଙ୍ଗଳବାର ଖେଳାଯାଉଛି। ଏଥିରେ ଭାରତର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପୁଣିଥରେ ବୋଲିଂକୁ ବାଛିଛନ୍ତି। କୋଲକାତା ଏବଂ ଚେନ୍ନାଇରେ ଲଗାତାର ବିଜୟ ପରେ ଟିମ୍‌ ଇଣ୍ଡିଆ ନିକଟରେ ସିରିଜକୁ କବ୍ଜା କରିବାକୁ ବଡ଼…

ଅନର୍ଥ ହୋଇଯାଇଥାନ୍ତା, ସୂର୍ଯ୍ୟକୁମାର ଯାଦବ ୨ ଥର ଭାଙ୍ଗିଲେ ଏହି ନିୟମ

ଚେନ୍ନାଇ,୨୫।୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଟି-୨୦ କ୍ରିକେଟରେ ନିରନ୍ତର ଭଲ ପ୍ରଦର୍ଶନ କରିଛି। ଗତ ୬ ମାସ ମଧ୍ୟରେ, ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱୀ ଟିମ୍‌ ଇଣ୍ଡିଆ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତଠାରୁ ଶୋଚନୀୟ ପରାସ୍ତ ହୋଇଥିବା…

ଇତିହାସ ରଚିଲେ ଅର୍ଶଦୀପ: ବାବରଙ୍କୁ ପଛରେ ପକାଇ ଜିତିଲେ ଟି୨୦ର ସବୁଠାରୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୨୫।୧: ଆଇସିସି ୨୦୨୪ ମସିହା ପାଇଁ ପୁରୁଷ ଟି-୨୦ କ୍ରିକେଟରଙ୍କ ନାମ ଘୋଷଣା କରିଛି। ଏହି ପୁରସ୍କାର ପାଇଁ ୪ ଜଣ ଖେଳାଳିଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଏଥିରେ ଭାରତର ଅର୍ଶଦୀପ ସିଂ, ପାକିସ୍ତାନର ବାବର ଆଜମ, ଅଷ୍ଟ୍ରେଲିଆର ଟ୍ରାଭିସ ହେଡ…

୨ ପରିବର୍ତ୍ତନ ସହ ମଇଦାନରେ ଟିମ୍‌ ଇଣ୍ଡିଆ

ଚେନ୍ନାଇ,୨୫।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଚେନ୍ନାଇ ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ସିରିଜର ପ୍ରଥମ ମ୍ୟାଚ୍‌ରେ…

ରୋହିତଙ୍କଠାରୁ ଅଧିକ ଧନୀ ସେହ୍ବାଗ, ଅବସରକୁ ୧୦ ବର୍ଷ ହୋଇଥିଲେ ହେଁ କୋଟିରେ କରନ୍ତି ରୋଜଗାର

ନୂଆଦିଲ୍ଲୀ,୨୪।୧: ଟିମ୍‌ ଇଣ୍ଡିଆ ଅଧିନାୟକଙ୍କ ଗଣତି କେବଳ ଭାରତ ନୁହେଁ ବରଂ ବିଶ୍ୱର ଭେଟେରାନ କ୍ରିକେଟରଙ୍କ ମଧ୍ୟରେ ହୋଇଥାଏ। ଏହି ଖେଳରୁ ପ୍ରତିଷ୍ଠା ସହ ସେ ଭଲ ରୋଜଗାର ମଧ୍ୟ କରିଥାନ୍ତି। ହେଲେ ଭାରତୀୟ ଟିମ୍‌ର ପୂର୍ବତନ କ୍ରିକେଟର ବିରେନ୍ଦ୍ର ସେହ୍ବାଗଙ୍କ…

ମ୍ୟାଚ୍‌ ପରେ ପିଟିବି ବୋଲି ଧମକ ଦେଇଥିଲେ ଗୌତମ ଗମ୍ଭୀର, ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ…

ନୂଆଦିଲ୍ଲୀ,୨୩।୧: ପୂର୍ବତନ ଟିମ ଇଣ୍ଡିଆ କ୍ରିକେଟର ମନୋଜ ତିୱାରୀ ଏକ ସାକ୍ଷାତକାରରେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ବିରୋଧରେ ଏକ ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି। ଗମ୍ଭୀର ଏକ ମ୍ୟାଚ ସମୟରେ ତାଙ୍କୁ ଗାଳିଗୁଲଜ କରିଥିଲେ। ଏପରିକି ତାଙ୍କୁ ମାଡ଼ ମାରିବାକୁ ଧମକ…

ଦଶମ ଶ୍ରେଣୀର ଛାତ୍ର ଅଙ୍କିତ ଚାଟାର୍ଜୀ କିଏ? ଯିଏ ସୌରଭ ଗାଙ୍ଗୁଲିଙ୍କ ୩୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଚର୍ଚ୍ଚାରେ…

ନୂଆଦିଲ୍ଲୀ,୨୩।୧: ରଣଜୀ ଟ୍ରଫି ୨୦୨୪-୨୫ ସିଜିନରେ ଲିଗ୍‌ ପର୍ଯ୍ୟାୟର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏଥିରେ ରୋହିତ ଶର୍ମା, ରିଷଭ ପନ୍ତ, ଶୁଭମନ ଗିଲ ଭଳି ଷ୍ଟାର ଖେଳାଳିମାନେ ଖବର ଶିରୋନାମା ପାଲଟିଛନ୍ତି। ବିସିସିଆଇର ନିର୍ଦ୍ଦେଶକ୍ରମେ ଟିମ ଇଣ୍ଡିଆର ଏହି ଅଭିଜ୍ଞ…

ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର,୧୪ ବର୍ଷ କ୍ୟାରିୟରରେ…

ନୂଆଦିଲ୍ଲୀ,୨୨।୧: ଗୋଟିଏ ପଟେ ଇଂଲଣ୍ଡ ଦଳ ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳୁଥିବା ବେଳେ ଜଣେ ଇଂଲଣ୍ଡ କ୍ରିକେଟର ଅବସର ଘୋଷଣା କରି ଚମକାଇଛନ୍ତି। ସେ ହେଲେ ଲିଆମ ଥମାସ। ଲିଆମ୍‌ ତାଙ୍କ ୧୪ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ତେବେ…

ଇଡେନ୍‌ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌କୁ ଜିତି ନେଇଛି ଟିମ୍‌ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଭିଷେକ ଶର୍ମା ଜବରଦସ୍ତ ବ୍ୟାଟିଂ କରି ଦଳକୁ ଜିତାଇଛନ୍ତି।…

ଇତିହାସ ରଚିଲେ ଅର୍ଶଦୀପ ସିଂ, ରେକର୍ଡ ଭାଙ୍ଗି ପାଲଟିଲେ ନମ୍ବର-୧ ବୋଲର୍‌…

କୋଲକାତା,୨୨।୧: ଟି-୨୦ କ୍ରିକେଟରେ ଇତିହାସ ରଚିଲେ ଭାରତର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ସିରିଜର ପ୍ରଥମ ମୁକାବିଲାରେ ସେ ଭାରତ ପାଇଁ ସର୍ବାଧିକ ଉଇକେଟ ନେବାର ରେକର୍ଡ ହାସଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri