୨୨୩ କୋଟିର ଚାକିରି ଲାଗି ଏହି ଭେଟେରାନଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ପତ୍ନୀ, ହରାଇବେ ଅଧା ସମ୍ପତ୍ତି…
ନୂଆଦିଲ୍ଲୀ,୨୧।୧: ପୂର୍ବତନ ଖେଳାଳି ତଥା ଲୋକପ୍ରିୟ ଫୁଟବଲ ମ୍ୟାନେଜର୍ ପେପ୍ ଗାର୍ଡିଓଲା ତାଙ୍କ ପତ୍ନୀ କ୍ରିଷ୍ଟିନା ସାରାଙ୍କୁ ଛାଡ଼ପତ୍ର ଦେବେ। ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। କ୍ରିଷ୍ଟିନା ଏବଂ ଗାର୍ଡିଓଲା ପ୍ରଥମ ଥର ପାଇଁ ୧୯୯୪ ମସିହାରେ ଭେଟ…
ଟି୨୦ରେ ୩୦୦ ରନ୍ କରିବୁ;ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଗର୍ଜିଲେ…
ନୂଆଦିଲ୍ଲୀ,୨୧।୧: ଗତ ୨ ସିରିଜରେ ଟିମ୍ ଇଣ୍ଡିଆ ପରାଜିତ ହୋଇଥିଲେ ହେଁ ପରିବର୍ତ୍ତିତ ଫର୍ମାଟ ସହ ଏବେ ଦଳର ପ୍ରତିଟି ଖେଳାଳି ଉତ୍ସାହିତ ଅଛନ୍ତି। ଏଣୁ ଇଂଲଣ୍ଡ ବିପକ୍ଷରେ ଟିମ୍ ଇଣ୍ଡିଆର ଟି୨୦ ସିରିଜରେ ଜବରଦସ୍ତ ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି…
ବଡ଼ ଘୋଷଣା କଲେ ରୋହିତ ଶର୍ମା: ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୧: ଟିମ୍ ଇଣ୍ଡିଆର ବରିଷ୍ଠ ଖେଳାଳି ଘରୋଇ କ୍ରିକେଟ ଖେଳିବା ନେଇ ଲଗାତାର ଭାବେ ଚର୍ଚ୍ଚାରେ ଅଛନ୍ତି। ଏଭଳି ସମୟରେ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ସେ ମୁମ୍ବାଇ ପକ୍ଷରୁ ରଣଜୀ ଖେଳୁଥିବା…
ଏମ୍ପିଙ୍କୁ ଜୀବନସାଥୀ କରିବେ ରିଙ୍କୁ ସିଂ, ଭାବି ଶ୍ୱଶୁର କହିଦେଲେ ସତ…
ନୂଆଦିଲ୍ଲୀ,୧୮।୧: ଭାରତର ତାରକା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ ହୋଇସାରିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ସମାଜବାଦୀ ପାର୍ଟି ଏମ୍ପି ପ୍ରିୟା ସରୋଜଙ୍କ ସହ ଲକ୍ଷ୍ନୌରେ ସେ ନିର୍ବନ୍ଧ କରିଥିବା କୁହାଯାଇଥିଲା। ଏହାର କିଛି ଫଟୋ ଭାଇରାଲ ହୋଇଥିଲା। ହେଲେ ଏହା…
ସରିଲା ରିଙ୍କୁ ସିଂଙ୍କ ନିର୍ବନ୍ଧ, ସମାଜବାଦୀ ପାର୍ଟିର ଏହି ଚର୍ଚ୍ଚିତ ଏମ୍ପି ହେବେ ଜୀବନସାଥୀ…
ନୂଆଦିଲ୍ଲୀ,୧୭।୧: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂଙ୍କ ପ୍ରଶଂସକଙ୍କ ଲାଗି ଖୁସିଖବର। ଉତ୍ତରପ୍ରଦେଶର ଏମ୍ପି ପ୍ରିୟା ସରୋଜଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ପ୍ରିୟା ସମାଜବାଦୀ ପାର୍ଟିରୁ ଏମ୍ପି ଅଛନ୍ତି। ଉଭୟ ଖୁବ୍ଶୀଘ୍ର ବିବାହ କରିବେ। ଏନେଇ ସୋସିଆଲ…
ଋଷଭ ପନ୍ତ ହେବେ ଅଧିନାୟକ, ଶୁକ୍ରବାର କରାଯିବ ଦଳ ଘୋଷଣା
ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟରେ ଅଧିନାୟକଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ରୋହିତ ଶର୍ମାଙ୍କ ପରେ ଟେଷ୍ଟ ଟିମ୍ର ଅଧିନାୟକ କିଏ ହେବ ଏହାକୁ ନେଇ ଆଲୋଚନା କରାଯାଉଛି। ଅନେକ ବିଶେଷଜ୍ଞ ଏହି ଦାୟିତ୍ୱ ତୁଲାଇବା ଲାଗି ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ…
ଟିମ୍ ଇଣ୍ଡିଆକୁ ମିଳିପାରେ ନୂଆ କୋଚ୍, ଗମ୍ଭୀରଙ୍କ ଉପରେ BCCIର ଭରସା ନାହିଁ?
ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଟିମ୍ ଇଣ୍ଡିଆ। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍ ସିରିଜରେ ଫେଲ୍ ହୋଇଥିଲେ। ବିଶେଷକରି ବିରାଟ କୋହଲିଙ୍କ ଭଳି ଅନୁଭବୀ ବ୍ୟାଟ୍ସମ୍ୟାନ୍ ଲଗାତାର ୮ ଥର ପାଇଁ ଗୋଟିଏ ଢ଼ଙ୍ଗରେ ଆଉଟ୍ ହେବାକୁ ନେଇ…
ସରଫରାଜ ଲିକ୍ କରିଛନ୍ତି ଡ୍ରେସିଂ ରୁମ୍ ଖବର?ଗମ୍ଭୀର ଯୁବ ବ୍ୟାଟ୍ସମ୍ୟାନଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ
ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍ ଲାଗି ଅଷ୍ଟ୍ରେଲିଆ ଗସ୍ତ ବେଶ ବିବାଦୀୟ ଥିଲା। ସିରିଜର ପ୍ରଥମ ମ୍ୟାଚ୍ ଦଳ ଜିତିଥିଲେ ହେଁ ଲଗାତାର ଭାବେ ବାକି ୪ ମ୍ୟାଚ୍ରେ ପରାଜିତ ହୋଇଥିଲା। ଏହି ସମୟରେ ଡ୍ରେସିଂ ରୁମ୍ ଖବର ବାହାରକୁ ଆସିଥିଲା।…
ବିସିସିଆଇ ଛାଟ! ୭ ବର୍ଷ ପରେ ରଣଜୀ ଟ୍ରଫି ପାଇଁ ଖେଳିବେ ପନ୍ତ
ନୂଆଦିଲ୍ଲୀ,୧୪।୧: ରଣଜୀ ଟ୍ରଫି ଖେଳିବେ ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ। ଦିଲ୍ଲୀ ପାଇଁ ସେ ଜାନୁଆରୀ ୨୩ରେ ମ୍ୟାଚ୍ ଖେଳିବେ। ଏନେଇ ଦିଲ୍ଲୀ ତଥା ଜିଲା କ୍ରିକେଟ ସଂଘ(ଡିଡିସିଏ)ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଡିଡିସିଏ ସଚିବ ଅଶୋକ ଶର୍ମା…
କୋହଲିଙ୍କ ପାଖରେ ଏବେ ମାତ୍ର ୨ ମାସ ବାକି…
ନୂଆଦିଲ୍ଲୀ,୧୨।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତର ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ଏହାକୁ ନେଇ ଦଳ ତଥା ପ୍ରଶଂସକ ନିରାଶ ହୋଇଛନ୍ତି। ନିକଟରେ ଶେଷ ହୋଇଥିବା ବର୍ଡର ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ପରେ ତାଙ୍କୁ…
ବାଲାଂଦେଶର ଏହି କ୍ରିକେଟରଙ୍କୁ ଲାଗିଲା ବଡ ଝଟ୍କା
ନୂଆଦିଲ୍ଲୀ,୧୨।୧: ଉଚ୍ଚସ୍ତରୀୟ ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବାରୁ ନିଷିଦ୍ଧ ହୋଇଥିବା ଶାକିବ ଅଲ ହାସନ ମଧ୍ୟ ତାଙ୍କ ବୋଲିଂ ଆକ୍ସନର ଦ୍ୱିତୀୟ ଯାଞ୍ଚରେ ବିଫଳ ହୋଇଛନ୍ତି। ଶାକିବଙ୍କ ବୋଲିଂ ଆକ୍ସନ ଉପରେ ନୂତନ ତଦନ୍ତ ଗତ ମାସରେ ଚେନ୍ନାଇର…
ପୁଣି ରଣଜୀ ଟ୍ରଫି ଖେଳିବେ ରୋହିତ-କୋହଲି; ବିସିସିଆଇ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି !
ନୂଆଦିଲ୍ଲୀ,୧୨।୧: ଅଷ୍ଟ୍ରେଲିଆରେ ଖେଳାଯାଇଥିବା ବର୍ଡର ଗାାସ୍କର ଟ୍ରଫିରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଏଣୁ ଉଭୟ ଘରୋଇ କ୍ରିକେଟ ଖେଳୁଥିବା ନଜର ଆସିପାରନ୍ତି। ଶନିବାର ମୁମ୍ବାଇରେ ଅନୁଷ୍ଠିତ ବିସିସିଆଇର ସମୀକ୍ଷା ବୈଠକରେ ଏନେଇ ଆଲୋଚନା ହୋଇଛି।…

