ସିଡନୀ ଟେଷ୍ଟ ପରେ ସନ୍ନ୍ୟାସ ନେବେ ଏହି ଖେଳାଳି…
ସିଡନୀ,୩।୧: ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କ୍ରମାଗତ ଭାବେ ଖରାପ ଫର୍ମ ଏବଂ ଅଧିନାୟକତ୍ୱକୁ ନେଇ ସଂଘର୍ଷ କରୁଛନ୍ତି। ଏହି କାରଣରୁ ସେ ନିଜକୁ ସିଡନୀ ଟେଷ୍ଟରୁ ଡ୍ରପ୍ କରିଛନ୍ତି। ଏହି ଟେଷ୍ଟ ପରେ ରୋହିତ ଟେଷ୍ଟ କ୍ରିକେଟରୁ ଅବସର…
ଡାଇଭ୍ ମାରି ବଲ୍ ରୋକିବା ବେଳେ ଭାଙ୍ଗିଲା ଗୋଡ଼! ମଇଦାନରୁ ହ୍ବିଇଲ୍ ଚେୟାରରେ ଡାକ୍ତରଖାନା ଗଲେ…
କେପଟାଉନ୍,୩।୧: ଦକ୍ଷିଣ ଆଫ୍ରିକା ଏବଂ ପାକିସ୍ତାନ ମଧ୍ୟରେ କେପ୍ଟାଉନ୍ରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଦୁଃଖଦ ଘଟଣା ଘଟିଛି। ଫିଲ୍ଡିଂ ସମୟରେ ସାଇମ୍ ଆୟୁବ୍ ଆହତ ହୋଇଛନ୍ତି। ପାକିସ୍ତାନ ବୋଲିଂର ସପ୍ତମ ଓଭରରେ ଏହି ଦୁର୍ଘଟଣା ଘଟିଛି। କ୍ରିକେଟର ଅବ୍ବାସଙ୍କ ବଲ୍କୁ…
ଗାଭାସ୍କରଙ୍କ ବଡ଼ ବୟାନ: ‘ରୋହିତ ଶର୍ମା ଖେଳିବେ, କୋଚ୍-ଉପଅଧିନାୟକଙ୍କ ସହ…’
ନୂଆଦିଲ୍ଲୀ,୨।୧: ଭାରତୀୟ ଟିମ୍ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଶୁକ୍ରବାର ଅର୍ଥାତ ଜାନୁଆରୀ ୩ରେ ସିଡନୀ କ୍ରିକେଟ୍ ମଇଦାନରେ ଖେଳାଯିବ। ହେଲେ ଏହା ପୂର୍ବରୁ ଭାରତୀୟ ଦଳରେ ଅନିଶ୍ଚିତତା ଦେଖାଦେଇଛି। ଭାରତୀୟ ଅଧିନାୟକ…
ଜାଣିଶୁଣି ଝଗଡ଼ା କରିବାକୁ ଚେଷ୍ଟା କରୁଛନ୍ତି ବିରାଟ କୋହଲି…ସିଡନୀ ଟେଷ୍ଟ ପୂର୍ବରୁ ଚମକାଇବା ଭଳି ଦାବି କଲେ…
ନୂଆଦିଲ୍ଲୀ,୨।୧: ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଭାବେ ଅଷ୍ଟ୍ରେଲିଆ ଗସ୍ତରେ ଚର୍ଚ୍ଚାରେ ଅଛନ୍ତି। ଏହା ପଛରେ ତାଙ୍କର ଜବରଦସ୍ତ ପ୍ରଦର୍ଶନ ନୁହେଁ ବରଂ ବିବାଦ ଏବଂ ଝଗଡ଼ା ରହିଛି। ମେଲବର୍ନ ଟେଷ୍ଟ ସମୟରେ ତାଙ୍କୁ ନେଇ ବିବାଦ ବଢ଼ିଥିଲା।…
ହୁମା କ୍ୟୁରେସିଙ୍କୁ ବିବାହ କଲେ ଶିଖର ଧାଓ୍ବନ!
ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ। ଗତ ବର୍ଷ କ୍ରିକେଟରଙ୍କ ଛାଡ଼ପତ୍ର ହେବା ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଏବେ ସୋସିଆଲ ମିଡିଆରେ ଶିଖର ଧାଓ୍ବନ ଏବଂ ହୁମା କ୍ୟୁରେସିଙ୍କ ଏକ…
ବର୍ଷ ଆରମ୍ଭରୁ ଇତିହାସ ରଚିଲେ ଜସପ୍ରିତ ବୁମ୍ରା, ଆଜି ଯାଏ ଯାହା ଭାରତୀୟ କ୍ରିକେଟରେ କେବେ ବି…
ନୂଆଦିଲ୍ଲୀ,୧।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ବର୍ଡର ଗାଭାସ୍କର ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ସେ ଏହି ସିରିଜରେ ସର୍ବାଧିକ ୱିକେଟ ନେଇଥିବା ବୋଲର୍ ପାଲଟିଛନ୍ତି। ଏହା ବ୍ୟତୀତ ସେ କିଛି ସମୟ ପାଇଁ ଆଇସିସି ଟେଷ୍ଟ ମାନ୍ୟତାରେ…
୨୦୨୫ରେ ରୋହିତ-ବିରାଟଙ୍କୁ ବଡ଼ ଝଟ୍କା ଦେବ BCCI? ହୋଇପାରେ କୋଟି କୋଟି ଟଙ୍କାର କ୍ଷତି, ଏହି ଖେଳାଳି ପାଇବେ ଲାଭ…
ନୂଆଦିଲ୍ଲୀ,୧।୧: ଟିମ୍ ଇଣ୍ଡିଆ ଲାଗି ବର୍ଷ ୨୦୨୪ ବେଶ ରୋମାଞ୍ଚକର ଥିଲା। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଭଳି ଭେଟେରାନ ଏହି ବର୍ଷ ଫିକା ପଡ଼ିଥିବା ବେଳେ ଯଶସ୍ବୀ ଜୈସଓ୍ବାଲ ଏବଂ ନୀତୀଶ କୁମାର ରେଡ୍ଡି ଜବରଦସ୍ତ ବ୍ୟାଟିଂ ପ୍ରଦର୍ଶନକୁ…
‘ମରିଯାଇଛି କିଙ୍ଗ, ବହୁତ-ବହୁତ ଖୁସି ଅଛି ଅଷ୍ଟ୍ରେଲିଆ…’ ଭାରତର ପରାଜୟ ପରେ ବଡ଼ ବୟାନ ଦେଲେ…
ନୂଆଦିଲ୍ଲୀ,୩୦।୧୨:ଭାରତୀୟ ଟିମ୍ର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବେ କ୍ରିକେଟ ବିଶେଷଜ୍ଞଙ୍କ ସମେତ ପ୍ରଶଂସକଙ୍କ ଟାର୍ଗେଟରେ ଅଛନ୍ତି। ମେଲବୋର୍ନ ଟେଷ୍ଟ ମୁକାବିଲାରେ କୋହଲି ବ୍ୟାଟିଂରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ଦଳର ଆବଶ୍ୟକତା ସମୟରେ ମଧ୍ୟ ସେ ବିଫଳ ରହିଥିଲେ। ଏବେ ତାଙ୍କୁ ନେଇ…
ଭୁଲ ନିଷ୍ପତ୍ତି ନେଇ ଜୈସଓ୍ବାଲଙ୍କୁ ଦିଆଗଲା ଆଉଟ୍, ରାଗରେ ନିଆଁବାଣ ହୋଇ ଗାଭାସ୍କର କହିଦେଲେ ଏମିତି
ମେଲବୋର୍ନ,୩୦।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ମେଲବୋର୍ନ ଟେଷ୍ଟରେ ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୈସଓ୍ବାଲଙ୍କ ଆଉଟ୍ ହେବାକୁ ନେଇ ବିବାଦ ଦେଖାଦେଇଛି। ଏହି ଖେଳାଳିଙ୍କୁ କ୍ୟାଚ୍ ଆଉଟ୍ ଦେବାକୁ ନେଇ ସୁନୀଲ ଗାଭାସ୍କର ରାଗରେ ନିଆଁବାଣ ହୋଇଛନ୍ତି। ସେ ଅମ୍ପାୟାରମାନଙ୍କ…
ଦଳରୁ ବାଦ୍ ପଡ଼ିବା ପରେ ଗିଲଙ୍କ ବଡ଼ ପଦକ୍ଷେପ, ସାଲ୍ୟୁଟ୍ କରୁଛନ୍ତି ପ୍ରଶଂସକ
ମେଲବର୍ନ,୨୭।୧୨: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ସମାନ ସ୍ଥିତିରେ ଅଛନ୍ତି। ଏବେ ଉଭୟ ଟିମ୍ ମେଲବର୍ନ ଟେଷ୍ଟ ଜିତି ସିରିଜରେ ଆଗୁଆ ରହିବା ଉଦ୍ଦେଶ୍ୟରେ ମଇଦାନକୁ ଓହ୍ଲାଇଛନ୍ତି। ମେଲବର୍ନରେ ଚତୁର୍ଥ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ…
କୋହଲିଙ୍କ ପାଇଁ ମଞ୍ଜରେକରଙ୍କ ସହ ଝଗଡ଼ା କଲେ ଇରଫାନ ପଠାନ, LIVE ଶୋ’ରେ ଜୋରଦାର କଥା କଟାକଟି,Video
ନୂଆଦିଲ୍ଲୀ,୨୭।୧୨: ଆଜିକାଲି ଚର୍ଚ୍ଚାରେ ଅଛନ୍ତି ଟିମ୍ ଇଣ୍ଡିଆର ଭେଟେରାନ କ୍ରିକେଟର ବିରାଟ କୋହଲି। ପ୍ରଥମେ ଅଷ୍ଟ୍ରେଲିଆର ଡେବ୍ୟୁଟାଣ୍ଟ ସାମ୍ କନ୍ଷ୍ଟାସ୍ଙ୍କୁ ଧକ୍କା ମାରିବାକୁ ନେଇ ସେ ଆଲୋଚନାରେ ଥିବା ବେଳେ ଏବେ ଟିମ୍ ଇଣ୍ଡିଆ ଓପନର ଯଶସ୍ବୀ ଜୟସ୍ବାଲଙ୍କୁ ରନ୍ ଆଉଟ୍…
ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…
ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩ ଇନିଂସରେ ବିଫଳ ରହିଥିଲେ। କେବଳ ଏତିକି ନୁହେଁ ସମାନ ଢ଼ଙ୍ଗରେ ଆଉଟ୍ ହୋଇଥିଲେ। ଅଫ୍…

