ଛକା ମାରି ସିକ୍ୟୁରିଟି ଗାର୍ଡଙ୍କ ମୁଣ୍ଡ ଫଟାଇଦେଲେ ବିରାଟ କୋହଲି !
ପର୍ଥ,୨୪।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଏହି ମୁକାବିଲାର ପ୍ରଥମ ଇନିଂସରେ ଟିମ୍ ଇଣ୍ଡିଆ ବିଫଳ ହେବା ପରେ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରୁଛି। ପ୍ରଥମେ ଯଶସ୍ବୀ ଜୈସଓ୍ବାଲଙ୍କ ଶତକ ପରେ କେଏଲ୍…
ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି
ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି।…
ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍, ନେଲେ ଚମକାଇବା ଭଳି ନିଷ୍ପତ୍ତି
ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ କାରଣକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ୫…
ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…
ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ ଜାତୀୟ ରାଜପଥରେ ତାଙ୍କ କାର୍ ଡିଭାଇଡରରେ ପିଟି…
୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…
ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ଅକ୍ସନରେ ୫୭୭ଜଣ ଖେଳାଳିଙ୍କ ଉପରେ ନିଲାମ ଡ଼କାଯିବ। ହେଲେ କିଛି ଖେଳାଳିଙ୍କ…
କେ ଏଲ୍ ରାହୁଲଙ୍କୁ ଓପନିଂ ପାଇଁ ପଠାଇବି ନାହିଁ…ପ୍ରଶ୍ନ ଉଠାଇଲେ ପୂଜାରା
ନୂଆଦିଲ୍ଲୀ,୨୧।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ପର୍ଥରେ ଖେଳାଯିବ। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆର ବ୍ୟାଟିଂ ଅର୍ଡର କିଭଳି ରହିବ, ତାହା ବଡ଼ ପ୍ରଶ୍ନ ପାଲଟିଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଯଶସ୍ବୀ ଜୈସଓ୍ବାଲଙ୍କ…
ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ…
ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି। ସ୍ଲୋ ଓଭର୍ ରେଟ୍କୁ ନେଇ ହାର୍ଦ୍ଦିକଙ୍କ ଉପରେ ପ୍ରତିବନ୍ଧକ(ବ୍ୟାନ୍) ଲଗାଯାଇଛି। ଆଇପିଏଲ୍ ୨୦୨୪ରେ…
ପର୍ଥରେ ହଠାତ୍ ଏ କ’ଣ ହେଲା? ଦୌଡ଼ି ଦୌଡ଼ି ନେଟ୍ସରୁ ପଳାଇଲେ କୋହଲି, ରୋକିବାକୁ ପଡ଼ିଲା…
ପର୍ଥ,୧୯।୧୧: ଦିନ କେଇଟା ପରେ ବର୍ଡର-ଗାଭାସ୍କର ଟ୍ରଫି। ନଭେମ୍ବର ୨୨ରୁ ଜାନୁଆରୀ ୭ ଯାଏ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାର ପ୍ରଥମ ମୁକାବିଲା ଲାଗି ଟିମ୍ ଇଣ୍ଡିଆର ଖେଳାଳିମାନେ ଅପ୍ଟସ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି।…
ରିଟେନ୍ କଲାନି କୋଲକାତା, ଚୁପ୍ଚାପ୍ ଆର୍ସିବି ପାଖରେ ପହଞ୍ଚିଲେ ଏହି ଖେଳାଳି; ଲାଗିପାରେ…
ନୂଆଦିଲ୍ଲୀ,୧୯।୧୧: ଆଇପିଏଲ୍ ୨୦୨୫ ମେଗା ଅକ୍ସନ ପାଇଁ ଆର୍ସିବି ପ୍ରସ୍ତୁତି ଜୋରଦାର କରିଛି। ଦଳ ୩ ଖେଳାଳିଙ୍କୁ ରିଟେନ୍ କରିଥିବା ବେଳେ ଅକ୍ସନରେ ୮୩ କୋଟି ଟଙ୍କା ଏବଂ ୩ ରାଇଟ୍ ଟୁ ମ୍ୟାଚ୍ କାର୍ଡ ସହ ଓହ୍ଲାଇବ। ବିଶେଷକରି ଯୁବ…
ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…
ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ…
ଆଇପିଏଲ୍ ନିଲାମରୁ ବାଦ୍ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…
ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…
ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ
ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ ପାଲଟିଛି।…
Archives


