Tag Archives: Sports News

କେ ଏଲ୍‌ ରାହୁଲଙ୍କୁ ଓପନିଂ ପାଇଁ ପଠାଇବି ନାହିଁ…ପ୍ରଶ୍ନ ଉଠାଇଲେ ପୂଜାରା

ନୂଆଦିଲ୍ଲୀ,୨୧।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ପର୍ଥରେ ଖେଳାଯିବ। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଅର୍ଡର କିଭଳି ରହିବ, ତାହା ବଡ଼ ପ୍ରଶ୍ନ ପାଲଟିଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଯଶସ୍ବୀ ଜୈସଓ୍ବାଲଙ୍କ…

ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ…

ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍‌ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍‌ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି। ସ୍ଲୋ ଓଭର୍‌ ରେଟ୍‌କୁ ନେଇ ହାର୍ଦ୍ଦିକଙ୍କ ଉପରେ ପ୍ରତିବନ୍ଧକ(ବ୍ୟାନ୍‌) ଲଗାଯାଇଛି। ଆଇପିଏଲ୍‌ ୨୦୨୪ରେ…

ପର୍ଥରେ ହଠାତ୍‌ ଏ କ’ଣ ହେଲା? ଦୌଡ଼ି ଦୌଡ଼ି ନେଟ୍ସରୁ ପଳାଇଲେ କୋହଲି, ରୋକିବାକୁ ପଡ଼ିଲା…

ପର୍ଥ,୧୯।୧୧: ଦିନ କେଇଟା ପରେ ବର୍ଡର-ଗାଭାସ୍କର ଟ୍ରଫି। ନଭେମ୍ବର ୨୨ରୁ ଜାନୁଆରୀ ୭ ଯାଏ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାର ପ୍ରଥମ ମୁକାବିଲା ଲାଗି ଟିମ୍‌ ଇଣ୍ଡିଆର ଖେଳାଳିମାନେ ଅପ୍ଟସ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି।…

ରିଟେନ୍‌ କଲାନି କୋଲକାତା, ଚୁପ୍‌ଚାପ୍‌ ଆର୍‌ସିବି ପାଖରେ ପହଞ୍ଚିଲେ ଏହି ଖେଳାଳି; ଲାଗିପାରେ…

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ୍‌ ୨୦୨୫ ମେଗା ଅକ୍ସନ ପାଇଁ ଆର୍‌ସିବି ପ୍ରସ୍ତୁତି ଜୋରଦାର କରିଛି। ଦଳ ୩ ଖେଳାଳିଙ୍କୁ ରିଟେନ୍‌ କରିଥିବା ବେଳେ ଅକ୍ସନରେ ୮୩ କୋଟି ଟଙ୍କା ଏବଂ ୩ ରାଇଟ୍‌ ଟୁ ମ୍ୟାଚ୍‌ କାର୍ଡ ସହ ଓହ୍ଲାଇବ। ବିଶେଷକରି ଯୁବ…

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ…

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍‌ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…

ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ

ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ ପାଲଟିଛି।…

ଆଇପିଏଲ୍‌ ପାଇଁ ଦଳରୁ ଅଲଗା ହେବେ ଏହି ଭେଟେରାନ୍‌

ନୂଆଦିଲ୍ଲୀ,୧୩।୧୧: ଭାରତୀୟ କ୍ରିକେଟ ଟିମ୍‌ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଉଭୟ ଟିମ୍‌ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହି ସିରିଜର ପ୍ରଥମ ମୁକାବିଲା ନଭେମ୍ବର ୨୨ରେ ଖେଳାଯିବ। ଏହି ସମୟରେ ଆଇପିଏଲ ୨୦୨୫ ମେଗା ଅକ୍ସନର…

‘ଧୋନୀ-ବିରାଟ-ରୋହିତ ଦୋଷୀ, ମୋ’ ପୁଅର ୧୦ ବର୍ଷ ବରବାଦ କରିଦେଲେ’

ନୂଆଦିଲ୍ଲୀ,୧୩।୧୧: ବାପାଙ୍କ ବୟାନକୁ ନେଇ ବିବାଦରେ ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ। ଲଗାତାର ଟି୨୦ରେ ଭଲ ପ୍ରଦର୍ଶନକୁ ନେଇ ସେ ଚର୍ଚ୍ଚାରେ ରହୁଛନ୍ତି। ହେଲେ ଏବେ ସଞ୍ଜୁଙ୍କ ବାପା ଧୋନୀ, ବିରାଟ ଏବଂ ରୋହିତ ଶର୍ମା ତାଙ୍କ ୧୦ ବର୍ଷ ଖରାପ…

ଧୋନୀଙ୍କ ହୃଦୟ ଜିତିଲେ ୧୭ ବର୍ଷୀୟ କ୍ରିକେଟର; ଅକ୍ସନ ପୂର୍ବରୁ CSK ପାଇଁ ଟ୍ରାଏଲ ଦେଇ ଚର୍ଚ୍ଚାରେ… 

ନୂଆଦିଲ୍ଲୀ,୧୩।୧୧: ଚଳିତ ବର୍ଷ ଘରୋଇ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରି ଚର୍ଚ୍ଚାରେ ୧୭ ବର୍ଷୀୟ ଆୟୁଷ ମାହାତ୍ରେ। ରଣଜୀରେ ସେ ନିଜର ଦମ୍‌ ଦେଖାଇ ରେକର୍ଡ କରିଥିଲେ। ଏହି କାରଣରୁ ଏବେ ତାଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଟ୍ରାଏଲ୍‌ ନିମନ୍ତେ…

ପଛରେ ପଡ଼ିଲେ କୋହଲି, ଟପିଗଲେ ମୋଦି

ନୂଆଦିଲ୍ଲୀ,୧୨।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକପ୍ରିୟତା ମାମଲାରେ ଅନ୍ତର୍ଜାତୀୟସ୍ତରରେ ଉଭୟଙ୍କ ଦବ୍‌ଦବା ବାରି ହୋଇଯାଏ। ଏମିତିରେ ଏସିଆ ମହାଦେଶରେ ସବୁଠାରୁ ଅଧିକ ସର୍ଚ୍ଚ କରିଥିବା ବ୍ୟକ୍ତିତ୍ୱଙ୍କ ତାଲିକାରେ ମୋଦି କୋହଲିଙ୍କଠାରୁ ଆଗକୁ ଯାଇଛନ୍ତି।…

ପର୍ଥରେ ମାଟି କାମୁଡିଲା ଅଷ୍ଟ୍ରେଲିଆ, ୨୨ ବର୍ଷ ପରେ ଇତିହାସ ରଚିଲା ପାକିସ୍ତାନ

ପର୍ଥ,୧୦।୧୧: ୨୨ ବର୍ଷ ପରେ ଇତିହାସ ରଚିଲା ପାକିସ୍ତାନ। ପର୍ଥରେ ଖେଳାଯାଉଥିବା ଅନ୍ତିମ ଦିନିକିଆରେ ଦଳ ଅଷ୍ଟ୍ରେଲିଆକୁ ୮ ଉଇକେଟରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୧୪୧ ରନ୍‌ ସ୍କୋର କରିଥିଲା। ଏହାକୁ ମହମ୍ମଦ ରିଜଓ୍ବାନ ୨୬.୫ ଓଭରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?