‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’
ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍ ସ୍ମିଥ୍। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…
ପାଣ୍ଡ୍ୟା-ବୁମ୍ରାଙ୍କୁ ଛାଡ଼ନ୍ତୁ, ଟିମ୍ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…
ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍ରେ ଜୁନ୍ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ପ୍ରଥମ ମ୍ୟାଚ୍ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ ଟିମ୍ ଇଣ୍ଡିଆରେ ଚୟନ ହୋଇଥିବା ଖେଳାଳି ଆଇପିଏଲ୍ରେ ବ୍ୟସ୍ତ ଥିବାରୁ ସମସ୍ତେ ଫିଟ୍ ରୁହନ୍ତୁ…
ଟିମ୍ ଇଣ୍ଡିଆରୁ କେ ଏଲ୍ ରାହୁଲ କାହିଁକି ପଡ଼ିଲେ ବାଦ୍? ଜାଣନ୍ତୁ ୫ କାରଣ…
ନୂଆଦିଲ୍ଲୀ,୩୦।୪: ବିଶ୍ୱକପ୍ ୨୦୨୪ ଲାଗି ଟିମ୍ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ଜଣିଆ ସଦସ୍ୟ ବିିଶିଷ୍ଟ ଭାରତୀୟ ସ୍କ୍ବାର୍ଡ ଘୋଷଣା କରିଛି। ଚୟନ କମିଟି ଋଷଭ ପନ୍ତ ଏବଂ ସଞ୍ଜୁ ସାମସନଙ୍କୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଭାବେ ଚୟନ…
ଟିମ୍ ଇଣ୍ଡିଆ ବିଶ୍ୱକପ୍ ସ୍କ୍ବାର୍ଡରୁ ବାଦ୍ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…
ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ ୨୦୨୪ ଲାଗି ଟିମ୍ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ…
ଆଇପିଏଲ୍ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୪: ଆଇପିଏଲ୍ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ ପଞ୍ଜାବ ୨୦ ଲକ୍ଷ ଟଙ୍କାରେ କିଣିଥିଲା। ହେଲେ କେକେଆର୍ ବିପକ୍ଷ ମ୍ୟାଚ୍ରେ ସେ ୨୮…
ଟି୨୦ ବିଶ୍ୱକପ୍ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୪ ଜୁନ୍ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍…
ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍ର ଆମ୍ବାସାଡାର
ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ…
‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍ରେ ପ୍ରଭାବ ପଡ଼ିବ’
ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି…
ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍ ପାଇଁ ଆର୍ସିବିରେ ନାହାନ୍ତି ଚହଲ…
ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି ଲେଗ୍…
Video: କେବଳ ଗୋଟିଏ ବଲ୍ରେ ବଡ଼ କାମ କରିଦେଲେ ଧୋନୀ
ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ଥିଲେ ହେଁ ତାଙ୍କର ଗୋଟିଏ ଝଲକ ପାଇଁ ଆଇପିଏଲ୍ ଦେଖୁଛନ୍ତି…
ଲାଇଭ୍ ମ୍ୟାଚ୍ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍ର କୋଚ୍-ବ୍ୟାଟ୍ସମ୍ୟାନ୍ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୦।୪: ଆଇପିଏଲ୍ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍ କିରନ୍ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍ ଟିମ୍ ଡେଭିଡ୍ଙ୍କୁ ଲାଇଭ୍ ମ୍ୟାଚ୍ରେ ସୀମା ଅତିକ୍ରମ କରିବା ଲାଗି ଜରିମାନା କରାଯାଇଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍ରେ ଆଇପିଏଲ୍…
ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…
ଭୁବନେଶ୍ୱର,୨୦।୪: ଆଇପିଏଲ୍ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ ପଞ୍ଜାବ ବିପକ୍ଷରେ ଏହାର ଅନ୍ତିମ ମ୍ୟାଚ୍ ୯ ରନ୍ରେ ଜିତିଥିଲା। ଏପ୍ରିଲ ୨୨ରେ ଦଳ…
Archives


