Tag Archives: Sports News

ମାଇକେଲ କ୍ଲାର୍କଙ୍କ ବଡ଼ ବୟାନ…ଏହି ଖେଳାଳିଙ୍କ ଦୟାରୁ ପାଣ୍ଡ୍ୟାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ମିିଳିଛି ସୁଯୋଗ

ନୂଆଦିଲ୍ଲୀ,୧୧।୫: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଚୟନ ହୋଇଥିବା ଭାରତୀୟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ରୋହିତ ଶର୍ମା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମ୍ପର୍କକୁ ନେଇ ପ୍ରତିକ୍ରିୟା…

ମୋର କ’ଣ ଅଛି, ଏହା ମୋର ଶେଷ…ରୋହିତ ଶର୍ମାଙ୍କ ଭିଡିଓ ଭାଇରାଲ… 

ନୂଆଦିଲ୍ଲୀ,୧୧।୫: ମୁମ୍ବାଇ ଇଣ୍ଡିଆନ୍ସରେ ସବୁକିଛି ଠିକ୍‌ ଚାଲିନାହିଁ। କାରଣ ସୋସିଆଲ ମିଡିଆରେ ଅଭିଷେକ ନାୟର ଏବଂ ମୁମ୍ବାଇର ପୂର୍ବତନ ଅଧିନାୟକ ହିଟ୍‌ମାନଙ୍କ  ଯେଉଁ ଭିଡିଓ ଭାଇରାଲ ହେଉଛି ତାହା ଅନେକ ପ୍ରଶ୍ନ ଉଠାଉଛି। କୁହାଯାଉଛି ଯେ କେକେଆର୍‌ ପକ୍ଷରୁ ଏକ୍ସରେ ଏହି…

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ ନେଇ ଅଧିନାୟକ ଭାବେ ଲୋକେଶ ରାହୁଲଙ୍କ ଭବିଷ୍ୟତକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ମ୍ୟାଚ୍‌ରେ…

୨୦ କୋଟି ଅଫର୍‌ ଦେଲେ ବି ଆଇପିଏଲ୍‌ ଖେଳିବେ ନାହିଁ ବାବର, କାରଣ ବି କହିଲେ…

ଇସଲାମାବାଦ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)କୁ ନେଇ ସାରା ବିଶ୍ୱରେ କ୍ରେଜ୍‌ ଅଧିକ ରହିଛି। ଏହା ଏଭଳି ଏକ ଟୁର୍ନାମେଣ୍ଟ ଯେଉଁଠି ରାତାରାତି ଯେକୌଣସି ଖେଳାଳିର ଭାଗ୍ୟ ବଦଳାଇ ଦେଇପାରେ। ଅଚିହ୍ନା, ଅପରିଚିତରୁ ଷ୍ଟାର କରିପାରେ। କେବଳ ଏତିକି ନୁହେଁ ଏହାର ଅନେକ…

ତୁମ ସମୟ ଆସିବାକୁ ଯାଉଛି… ନିଜ ଶିଷ୍ୟଙ୍କ ପ୍ରଶଂସାରେ ଶତମୁଖ ହେଲେ ସିକ୍ସର କିଙ୍ଗ୍‌

ନୂଆଦିଲ୍ଲୀ,୯।୫: ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ୧୬୭ ରନ୍‌ର ବିଜୟ ଲକ୍ଷ୍ୟ କେବଳ ୫୮ ବଲ୍‌ରେ ହାସଲ କରିନେଇଥିଲା। ଏହି ମୁକାବିଲାରେ ହାଇଦ୍ରାବାଦର ଓପନିଂ ଯୋଡ଼ି ଏଭଳି ବ୍ୟାଟିଂ କରିଥିଲେ ଯେ ସଚିନ ତେନ୍ଦୁଲକର ଚକିତ ହୋଇଥିଲେ। ପ୍ରଥମେ ବ୍ୟାଟିଂ…

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା ପରେ ଆଇସିସି ଟ୍ରଫି ଜିତିବା ସ୍ବପ୍ନ ପୁଣି ଅଧାରେ ରହିଥିଲା। ପୁଣି ଥରେ ଏହି…

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି ଟିମ୍‌ ଆଧିକାରୀକ ଭାବେ ବାଦ ପଡ଼ି ନ ଥିବା ବେଳେ କେହି କ୍ୱାଲିଫାଏ ବି…

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ। ତେବେ ଗତ ବର୍ଷ ଏହା ଦିନିକିଆ ବିଶ୍ୱକପ୍‌ ଏବଂ ଏସିଆ କପ୍‌ର ମାଗଣା ଷ୍ଟ୍ରିମିଂ…

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ ଅଥବା କୋଲକାତାର ଶାହାରୁଖ ଖାନ୍‌, ଉଭୟ କଳାକାର ଦଳକୁ ସମର୍ଥନ ଜଣାଇବାକୁ ପ୍ରାୟତଃ ଉପସ୍ଥିତ…

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ ପରାମର୍ଶ ଦେଇ ସେ ଏଭଳି ମନ୍ତବ୍ୟ ଦେବା ଉଚିତ ନୁହେଁ ବୋଲି ସେ କହିଛନ୍ତି।…

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ ସୋନିପତରେ ଆୟୋଜିତ ନ୍ୟାଶନାଲ ଟ୍ରାଏଲ୍ସ ସମୟରେ ଡୋପ୍‌ ଲାଗି ନମୂନା ଦେଇ ନ ଥିଲେ।…

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍‌ ସ୍ମିଥ୍‌। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri