ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍ର ଆମ୍ବାସାଡାର
ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ…
‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍ରେ ପ୍ରଭାବ ପଡ଼ିବ’
ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି…
ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍ ପାଇଁ ଆର୍ସିବିରେ ନାହାନ୍ତି ଚହଲ…
ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି ଲେଗ୍…
Video: କେବଳ ଗୋଟିଏ ବଲ୍ରେ ବଡ଼ କାମ କରିଦେଲେ ଧୋନୀ
ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ଥିଲେ ହେଁ ତାଙ୍କର ଗୋଟିଏ ଝଲକ ପାଇଁ ଆଇପିଏଲ୍ ଦେଖୁଛନ୍ତି…
ଲାଇଭ୍ ମ୍ୟାଚ୍ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍ର କୋଚ୍-ବ୍ୟାଟ୍ସମ୍ୟାନ୍ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୦।୪: ଆଇପିଏଲ୍ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍ କିରନ୍ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍ ଟିମ୍ ଡେଭିଡ୍ଙ୍କୁ ଲାଇଭ୍ ମ୍ୟାଚ୍ରେ ସୀମା ଅତିକ୍ରମ କରିବା ଲାଗି ଜରିମାନା କରାଯାଇଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍ରେ ଆଇପିଏଲ୍…
ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…
ଭୁବନେଶ୍ୱର,୨୦।୪: ଆଇପିଏଲ୍ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ ପଞ୍ଜାବ ବିପକ୍ଷରେ ଏହାର ଅନ୍ତିମ ମ୍ୟାଚ୍ ୯ ରନ୍ରେ ଜିତିଥିଲା। ଏପ୍ରିଲ ୨୨ରେ ଦଳ…
ଧୋନୀଙ୍କୁ ବିଶ୍ୱକପ୍ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବିଶ୍ୱକପ୍ରେ ଖେଳିବା ଲାଗି ଏମ୍ ଏସ୍ ଧୋନୀଙ୍କୁ…
ଫାଫ୍ ଡୁ ପ୍ଲେସିସ୍ଙ୍କ ଆଗରେ ମୁକ ହୋଇଯାଉଛନ୍ତି ଖେଳାଳି? ଆର୍ସିବି ପରାଜୟକୁ ନେଇ ଚମକାଇବା ଭଳି ବୟାନ ଦେଲେ ସେହ୍ବାଗ
ନୂଆଦିଲ୍ଲୀ,୧୬।୪: ଆଇପିଏଲ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)ର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସୋମବାର ଦଳ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲାରେ ପରାଜିତ ହୋଇଛି(ଲିଡ୍ ରାଉଣ୍ଡରେ ୬ଷ୍ଠ)। ଏଯାବତ ଦଳ ଗୋଟିଏ ମ୍ୟାଚ୍ରେ ବିଜେତା ହୋଇଛି। ଖରାପ ପ୍ରଦର୍ଶନ ଯୋଗୁ ଦଳ ପ୍ଲେ ଅଫ୍ରେ…
ସ୍ପଷ୍ଟ କଲେ ସିଦ୍ଧୁ, ଟିମ୍ ଇଣ୍ଡିଆର ଆଗାମୀ ଅଧିନାୟକ ହେବେ ଏହି କ୍ରିକେଟର…
ନୂଆଦିଲ୍ଲୀ,୧୨।୪: ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ କିଏ ହେବ? ଏହି ପ୍ରଶ୍ନ ପ୍ରତିଟି ପ୍ରଶଂସକଙ୍କ ମନରେ ରହିଛି। ଏବେ ରୋହିତ ଶର୍ମା ନିଜ ଅନ୍ତରାଷ୍ଟ୍ରୀୟ କ୍ୟାରିୟରର ଅନ୍ତିମ ପାହାଚରେ ଅଛନ୍ତି। ଏଣୁ ତାଙ୍କ ପରେ ଟିମ୍ ଇଣ୍ଡିଆର ନେତୃତ୍ୱ କିଏ ନେବ…
Video: ଲଗାତର ପରାଜୟ ପରେ ଶିବଙ୍କ ଶରଣରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, କଲେ ପୂଜାର୍ଚ୍ଚନା
ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍ ଲଗାତାର ଭାବେ ନୈରାଶ୍ୟଜନକ ପ୍ରଦର୍ଶନ କରୁଛି। ଏଯାବତ ଦଳ ଖେଳିଥିବା ୩ଟି ମ୍ୟାଚ୍ରେ ପରାଜିତ ହୋଇଛି। ନୂଆ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱ ନେଉଥିବା ବେଳେ ତାଙ୍କୁ ଟ୍ରୋଲିଂର ଶିକାର…
ଦିଲ୍ଲୀ ପ୍ରତି ହୋଇଛି ବଡ଼ ଅନ୍ୟାୟ? ପ୍ରଶ୍ନ ଉଠାଇଲେ ପନ୍ତ
ବିଶାଖାପାଟଣା,୪।୪: ବୋଲର୍ଙ୍କୁ ପ୍ରହାର, ଫ୍ଲପ୍ ବ୍ୟାଟିଂ ଏବଂ ୧୦୬ ରନ୍ର ପରାଜୟ…ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଚତୁର୍ଥ ମ୍ୟାଚ୍ ବହୁତ ଖରାପ ଥିଲା। କୋଲକାତା ନାଇଟ ରାଇଡର୍ସ ଏକତରଫା ଭାବେ ଦିଲ୍ଲୀକୁ ହରାଇଥିଲା। ଏହି ପରାଜୟ ପରେ ଦିଲ୍ଲୀ ଅଧିନାୟକ ପନ୍ତ ଏବଂ…
ସୁପରମ୍ୟାନ୍ ଭଳି ପୋଷାକ ପିନ୍ଧି ବିମାନବନ୍ଦରରେ ବୁଲିଲେ ଈଶାନ କିଶନ, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୩।୪: ଆଇପିଏଲ୍ରେ ଗୋଟିଏ ପଟେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ ଦଳର ସବୁଠୁ ମହଙ୍ଗା ଖେଳାଳିଙ୍କ ଭିନ୍ନ ଲୁକ୍ ଚର୍ଚ୍ଚାରେ ରହିଛି। ସୁପରମ୍ୟାନ୍ ଭଳି ପୋଷାକ ପିନ୍ଧି ଈଶାନ କିଶନ ବୁଲୁଥିବା ନଜର ଆସିଛନ୍ତି। ଏହାଦେଖି ଅନେକେ ଚକିତ…

